A A A A A

ମାଥିଉ ୧

ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ
ଅବ୍ରହାମ ଇସ୍‍ହାକଙ୍କୁ ଜନ୍ମ ଦେଲେ, ଇସ୍‍ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ଯିହୁଦା ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,
ଯିହୁଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,
[ପବିତ୍ର ବାଇବେଲ] (OROV) 2014

ଯୀଶୁଙ୍କ ବଂଶାବଳୀ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।
ଅବ୍ରହାମ ଇ‌‌ସ୍‌‌ହାକଙ୍କ ବାପା। ଇ‌‌ସ୍‌‌ହାକ ଯାକୁବଙ୍କ ବାପା। ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କର ବାପା।
ଯିହୂଦା, ଫେରସ ଓ ସେରହଙ୍କ ବାପା। (ତାମର, ସେମାନଙ୍କ ମା) ଫେରସ ହିଷ୍ରୋଣଙ୍କ ବାପା। ହିଷ୍ରୋଣ ଅରାମଙ୍କ ବାପା।
[ପବିତ୍ର ବାଇବେଲ] ERV 2010

"ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।"
"ଅବ୍ରହାମ ଇସ୍ହାକଙ୍କ ବାପା"
"ୟିହୂଦା, ଫରେସ ଓ ସରହଙ୍କେ ବାପା।"
[ପବିତ୍ର ବାଇବେଲ] Odia Bible 1840