A A A A A

अतिरिक्त: [शराब]


१ पतरस ୪:୩
"ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।"

१ तीमुथियुस ୫:୨୩
"ତୀମଥି, ତୁମ୍ଭେ କବଳେ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ଯ ପିଅ। ଏହା ତୁମ୍ଭ ପଟେ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବମାରେ ପଡ଼ିବ ନାହିଁ।"

सभोपदेशक ୯:୭
"ତୁମ୍ଭେ ଆପଣା ମାର୍ଗ ରେ ୟାଅ। ଆନନ୍ଦ ରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତ ରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ବର ତୁମ୍ଭର କାର୍ୟ୍ଯ ଗ୍ରହଣ କରି ସାରିଲଣେି।"

इफिसियों ୫:୧୮
"ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।"

नीतिवचन ୨୦:୧
"ଦ୍ରାକ୍ଷାରସ ଓ ମଦ୍ଯ ଲୋକମାନଙ୍କୁ ନିଯନ୍ତ୍ରଣ କରି ବାହାରକୁ ନଇୟୋଏ। ଯେ କହେି ସେଥି ରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହାଇପୋରିବ ନାହିଁ।"

नीतिवचन ୨୩:୩୧
"ଦ୍ରାକ୍ଷାରସ ରଙ୍ଗୀନ୍ ହେଲେ, ତାହା ପାତ୍ର ରେ ଚକମକ ଦଖାୟୋଏ ଓ ସହଜ ରେ ଗଳାଧଃକରଣ ହେଲେ ମଧ୍ଯ ତୁମ୍ଭେ ତାକୁ ଅନାଅ ନାହିଁ।"

रोमियों ୧୩:୧୩
"ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ। ଆମ୍ଭେ ଖର୍ଚ୍ଚାନ୍ତ ରସରଙ୍ଗ ରେ ମାତିବା ଠିକ୍ ନୁହେଁ। ମାତାଲ ହବୋ ଉଚିତ ନୁହେଁ। ୟୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସ ରେ ଲିପ୍ତ ହବୋ ଠିକ୍ ନୁହେଁ। ୟୁକ୍ତି ତର୍କ କରିବା ଓ ଇର୍ଷାଳୁ ହାବୋ ଉଚିତ୍ ନୁହେଁ।"

नीतिवचन ୩୧:୪-୫
[୪] "ହେ ଲମୁଯଲେ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ୍ ନୁହେଁ। ଦ୍ରାକ୍ଷାରସ ପାନ କରିବା ଶାସକମାନଙ୍କ ପାଇଁ ଏହା ଉଚିତ୍ ନୁହେଁ।"[୫] "ଯଦି ସମାନେେ ପାନ କରନ୍ତି, ସମାନେେ ସବୁ ନିଯମ ଭୁଲି ୟାଆନ୍ତି ଏବଂ ଗରୀବ ଲୋକମାନଙ୍କ ବିପକ୍ଷ ରେ ନ୍ଯାଯ କରନ୍ତି।"

भजन संहिता ୧୦୪:୧୪-୧୫
[୧୪] "ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ଯର ସବୋ ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସମାନେେ ପୃଥିବୀରୁ ଖାଦ୍ୟ ପାଆନ୍ତି।"[୧୫] "ହୃଦଯ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ, ଆମ୍ଭମାନଙ୍କର ମୁହଁ ଚିକ୍କଣକାରୀ ତୈଳ ଓ ମନୁଷ୍ଯକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।"

१ कुरिन्थियों ୧୦:୨୩-୨୪
[୨୩] "ଆମ୍ଭେ ସବୁ କରିବା ପାଇଁ ସ୍ବାଧୀନତା ପାଇଛୁ। କିନ୍ତୁ ସବୁ ବିଷୟ ଭଲ ନୁହେଁ। ଆମ୍ଭେ ସବୁ କରିବା ପାଇଁ ସ୍ବାଧୀନତା ପାଇଛୁ। କିନ୍ତୁ କେତକେ ବିଷୟ ଅନ୍ୟମାନଙ୍କ ବିଶ୍ବାସକୁ ଦୃଢ଼ କରିବା ରେ ସାହାୟ୍ଯ କରେ ନହିଁ।"[୨୪] "କୌଣସି ଲୋକ କବଳେ ନିଜର ସ୍ବାର୍ଥ ପାଇଁ ଚିନ୍ତିତ ହବୋ ଉଚିତ ନୁହେଁ, ବରଂ ସେ ଅନ୍ୟମାନଙ୍କର ମଙ୍ଗଳ ଚିନ୍ତା କରିବା ଉଚିତ।"

यशायाह ୬୨:୮-୯
[୮] "ସଦାପ୍ରଭୁ ନିଜର ଦକ୍ଷିଣ ହସ୍ତ ଓ ବଳବାନ୍ ବାହୁଦ୍ବାରା ଶପଥ କରିଛନ୍ତି, ଆମ୍ଭେ ତୁମ୍ଭର ଶସ୍ଯ ତୁମ୍ଭର ଶତ୍ରୁଗଣଙ୍କୁ ଶସ୍ଯ ନିମନ୍ତେ ନିଶ୍ଚଯ ଦବୋ ନାହିଁ ଓ ଯେଉଁ ଦ୍ରାକ୍ଷାରସ ପାଇଁ ତୁମ୍ଭେ ପରିଶ୍ରମ କରିଅଛ, ସହେି ନୂତନ ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।"[୯] "ମାତ୍ର ଯେଉଁମାନେ କଠିନ ପରିଶ୍ରମ କଲେ ସମାନଙ୍କେୁ, ସମାନଙ୍କେ ଖାଇପାରିବେ ଏବଂ ସମାନଙ୍କେର ରସ ପାନ କରିବେ ଏବଂ ସଦାପ୍ରଭୁ ପ୍ରଶଂସା ଗାନ କରିବେ। ଯେଉଁମାନେ ତାହାକୁ ଅମଳ କରିଛନ୍ତି, ସମାନେେ ମାେ ପବିତ୍ର ଅଗଣା ରେ ପାନ କରିବେ।"

गलातियों ୫:୧୯-୨୧
[୧୯] "ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,"[୨୦] "ମୂର୍ତ୍ତିପୂଜା, ଯାଦୁବିଦ୍ଯା, ଘୃଣା, ଝଗଡ଼ା, ଈର୍ଷା, କୋର୍ଧ, ସ୍ବାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ,"[୨୧] "ପରଶ୍ରୀକାତରତା, ନିଶାସକ୍ତ ହବୋ, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ଯ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମ ରେ ଲିପ୍ତ ରୁହନ୍ତି, ସମାନେେ କୌଣସି ପ୍ରକା ରେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାର ପାଇବେ ନାହିଁ।"

१ कुरिन्थियों ୯:୧୯-୨୩
[୧୯] "ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।"[୨୦] "ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ୟିହୁଦୀ ଲୋକମାନଙ୍କ ଭଳି ହଲିେ। ମୁଁ ନିଜେ ବ୍ଯବସ୍ଥାର ଅଧୀନ ନ ହେଲେ ମଧ୍ଯ ଯେପରି ବ୍ଯବସ୍ଥାଧିନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥାଧିନ ଲୋକଙ୍କ ଭଳି ହଲିେ।"[୨୧] "ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ଯବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ଯବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପା ରେ, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥା ବିହୀନ ଲୋକପରି ହଲିେ।"[୨୨] "ଯେଉଁମାନେ ଦୁର୍ବଳ ସହେି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ଯ ଦୂର୍ବଳ ହଲିେ। ଯେ ହତେୁ ଯେଉଁ ଉପାୟ ରେ ହେଉ ପେଛ ମୁଁ ଯେପରି ଅନକେ ଲୋକଙ୍କୁ ଉଦ୍ଧାର କରିପାରିବି ସେଥିପାଇଁ ପ୍ରେତ୍ୟକକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସହେି ପ୍ରକାରର ହଲିେ।"[୨୩] "ଏହା ସବୁ ମୁଁ ସୁସମାଚାର ପାଇଁ କରୁଛି, ସୁସମାଚାର ଆଶୀର୍ବାଦ ରେ ମାରେ ମଧ୍ଯ କିଛି ଅଂଶ ରହିବ।"

रोमियों ୧୪:୧୫-୨୧
[୧୫] "ତାହାକୁ ସେ ଗ୍ରହଣ କରିବାଅନୁଚିତ। ତୁମ୍ଭ ଖାଦ୍ୟ ଦ୍ବାରା ତୁମ୍ଭେ ଯଦି ତୁମ୍ଭର ଭାଇ ବିଶ୍ବାସକୁ ଆଘାତ ଦେଉଛ, ତା ହେଲେ ତୁମ୍ଭେ ପ୍ରକୃତ ରେ ପ୍ ରମେ ଦ୍ବାରା ପରିଚ୍ଭାଳିତ ବ୍ଯକ୍ତି ଭଳି ବ୍ଯବହାର କରୁ ନାହିଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା'ର ବିଶ୍ବାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ଯ ପ୍ରାଣ ତ୍ଯାଗ କରିଥିଲେ।"[୧୬] "ତୁମ୍ଭ ଦ୍ବାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ।"[୧୭] "ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।"[୧୮] "ଯେଉଁ ମାନେ ଖ୍ରୀଷ୍ଟଙ୍କ ସବୋ ରେ ରହି ଏହିପ୍ରକାର ଜୀବନଯାପନ କରୁଛନ୍ତି, ସମାନେେ ପରମେଶ୍ବରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ଯ ସହେି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।"[୧୯] "ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ୟ୍ଯଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାୟ୍ଯ ପ୍ରଦାନ କରୁଥିବା କାର୍ୟ୍ଯମାନ କରିବା।"[୨୦] "ଖାଦ୍ୟ ଯେପରି ପରମେଶ୍ବରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ଯ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍ , ଯଦି ତାହା ଅନ୍ୟ ଜଣକୁ ପାପରେ ପଡିୟିବାର କାରଣ ହାଇେଥାଏ।"[୨୧] "ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ବାରା, ପାପକର୍ମ କରିବାକୁ ବାଧ୍ଯ କରେ, ତା ହେଲେ ତୁମ୍ଭେ ମାଂସ ନଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।"

यूहन्ना 2:3-11
[3] "ହି ବିବାହ ଉତ୍ସବ ରେ ୟଥେଷ୍ଟ ପରିମାଣ ରେ ଦ୍ରାକ୍ଷାରସ ନଥିଲା। ଦ୍ରାକ୍ଷାରସ ସରିୟିବା ପରେ ଯୀଶୁଙ୍କର ମାଆ ଆସି ତାହାଙ୍କୁ କହିଲେ, ସମାନଙ୍କେର ଆଉ ଦ୍ରାକ୍ଷାରସ ନାହିଁ।"[4] "ଯୀଶୁ ଉତ୍ତର ଦେଲେ, ପ୍ରିୟ ନାରୀ, କ'ଣ କରିବାକୁ ହବେ, ଏହା ତୁମ୍ଭେ ମାେତେ କହିବା ଉଚିତ ନୁହେଁ। ମାରେ ସମୟ ଏପର୍ୟ୍ଯନ୍ତ ଆସି ନାହିଁ।"[5] "ଯୀଶୁଙ୍କର ମାଆ ସବେକମାନଙ୍କୁ କହିଲେ, ଯୀଶୁ ଯେପରି କହନ୍ତି, ତୁମ୍ଭମାନେେ ସପରେି କର।"[6] "ସହେି ସ୍ଥାନ ରେ ଛଅଟି ପଥରର ବଡ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ଯବହାର କରୁଥିଲେ। ପ୍ରେତ୍ୟକକ ଜଳକୁଣ୍ଡ ରେ ପ୍ରାୟ ଶ ହରେୁ ଶ ହେ ପଚାଶ ଲିଟର ପାଣି ଧରୁଥିଲା।"[7] "ଯୀଶୁ ସବେକମାନଙ୍କୁ କହିଲେ, ସହେି ଜଳ କୁଣ୍ଡ ରେ ପାଣି ଭର୍ତ୍ତି କର। ତେଣୁ ସବେକମାନେ କୁଣ୍ଡ ରେ ପାଣି ଭର୍ତ୍ତି କରି ଦେଲେ।"[8] "ତା'ପରେ ଯୀଶୁ ସବେକମାନଙ୍କୁ କହିଲେ, ବର୍ତ୍ତମାନ ସେଥିରୁ କିଛି ପାଣି କାଢି ନିଅ। ଏହି ପାଣି ନଇେ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।"[9] "ତା'ପରେ ଭୋଜି ଦାଯିତ୍ବ ରେ ଥିବା ମୁଖ୍ଯ ଲୋକ ତାହାକୁ ଚାଖିଲେ। ସହେି ପାଣି ଏବେ ଦ୍ରାକ୍ଷାରସ ରେ ପରିଣତ ହାଇଯୋଇଥିଲା। ସେ ଜାଣି ନଥିଲେ ଯେ ଏପରି ଦ୍ରାକ୍ଷାରସ କେଉଁଠାରୁ ଆସିଲା? କିନ୍ତୁ ସହେି ପାଣି କାଢିଥିବା ସବେକମାନେ ଜାଣିଥିଲେ। ତା'ପରେ ଭୋଜିକର୍ତ୍ତା ବରକୁ ଡାକିଲେ।"[10] "ସେ ବରକୁ କହିଲେ, ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ୟଥେଷ୍ଟ ପିଇ ତୃପ୍ତ ହବୋପରେ ସମାନେେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ୟ୍ଯନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଛ।"[11] "ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ୟ୍ଯ କାର୍ୟ୍ଯ ଥିଲା। ସେ ଏହି ଆଶ୍ଚର୍ୟ୍ଯକାମ ଗାଲୀଲୀର କାନ୍ନା ସହର ରେ କରିଥିଲେ। ଏହିପରି ସେ ତାହାଙ୍କ ମହିମା ଦଖାଇେଲେ। ଏବଂ ତାହାଙ୍କର ଶିଷ୍ଯମାନେ ତାହାଙ୍କ ଉପରେ ବିଶ୍ବାସ କଲେ।"

Odia Bible 1840
Public Domain: Odia 1840