A A A A A

स्वर्गदूत और राक्षस: [एन्जिल्स]


उत्पत्ति ୨:୧
"ଏହିପରି ଭାବରେ, ପରମେଶ୍ବର ଆକାଶମଣ୍ଡଳ ରେ ଓ ପୃଥିବୀ ମଧିଅରେ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ କଲେ।"

कुलुस्सियों ୧:୧୬
"ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।"

अय्यूब ୩୮:୧-୭
[୧] "ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାଯୁ ମଧ୍ଯରୁ ଉତ୍ତର ଦଇେ କହିଲେ,"[୨] "କିଏ ଏହି ଅଜ୍ଞାନୀ ବ୍ଯକ୍ତି ୟିଏ କି ଏଭଳି ନିର୍ବୋଧ କଥା କହୁଛି ?"[୩] "ଆୟୁବ, ଜଣେ ମଣିଷ ପରି ଛିଡ଼ା ହାଇୟୋଅ, ଯାହା ଫଳ ରେ ମୁଁ ତୁମ୍ଭକୁ ପ୍ରଶ୍ନ ପଚାରି ପାରିବି ଏବଂ ତୁମ୍ଭେ ମାେତେ ଉତ୍ତର ଦଇପୋରିବ।"[୪] "ଆୟୁବ, ତୁମ୍ଭେ କେଉଁଠା ରେ ଥିଲ, ଯେତବେେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି ? ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମାେତେ ଉତ୍ତର ଦିଅ।"[୫] "ଯଦି ତୁମ୍ଭେ ଜାଣ, କିଏ ସ୍ଥିର କରିଥିଲା ପୃଥିବୀର ଆକାର କେତେ ବଡ଼ ହବେ ? କିଏ ଏହି ପୃଥିବୀକୁ ମାପଚୁପ କରିଥିଲା ଏକ ମାପିବା ରଖାେ ଦ୍ବାରା ।"[୬] "ପୃଥିବୀ କାହା ଉପରେ ସ୍ଥିର ରହିଛି ? କିଏ ଏହି ସ୍ଥାନ ରେ ପ୍ରଥମ ପଥର ରଖିଲା ?"[୭] "ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ ଏବଂ ଏହା ଯେତବେେଳେ ହେଲା ସ୍ବର୍ଗଦୂତଗଣ ଆନନ୍ଦ ରେ ଚିତ୍କାର କଲେ।"

लूका ୨୦:୩୫-୩୬
[୩୫] "କିନ୍ତୁ କେତକେ ଲୋକ ମୃତ୍ଯୁରୁ ପୁଣି ବଞ୍ଚି ଉଠିବାକୁ ଯୋଗ୍ଯ ହବେେ ଓ ସମାନେେ ଏହି ଜୀବନ ପରେ ମଧ୍ଯ ପୁଣି ଜୀବିତ ରହିବେ। ସହେି ଜୀବନ ରେ ସମାନେେ ବିବାହ କରିବେ ନାହିଁ।"[୩୬] "ସହେି ଜୀବନ ରେ ଲୋକମାନେ ସ୍ବର୍ଗଦୂତଙ୍କ ପରି ହାଇେଥାନ୍ତି ଓ ସମାନେେ କବେେ ହେଲେ ମରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ସନ୍ତାନ କାରଣ ମୃତ୍ଯୁରୁ ପୁଣି ବଞ୍ଚି ଉଠିଥାନ୍ତି।"

प्रकाशित वाक्य ୪:୮
"ପ୍ରେତ୍ୟକକଙ୍କର ଛଅଟି ଲଖାଏଁେ ଡ଼ଣୋ ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଚାରିପାଖ ଆଖି ରେ ପରିପୂର୍ଣ୍ଣ ଥିଲା। ସମାନେେ ଦିନରାତି ଅବିରତ କହୁଥିଲେ :"

मत्ती ୨୨:୩୦
"ତୁମ୍ଭର ବୁଝି ରଖିବା ଉଚ଼ିତ ଯେ, ଯେତବେେଳେ ଲୋକମାନେ ମୃତ୍ଯୁରୁ ବଞ୍ଚି ଉଠିବେ। ସେତବେେଳେ କୌଣସି ବିବାହ ହବେ ନାହିଁ। ପୁନର୍ଜୀବନ ଲାଭ କରିବା ପରେ ଲୋକମାନେ କହେି କାହାକୁ ବାହା ହବେନେି। ସମାନେେ ସ୍ବର୍ଗ ରେ ସମସ୍ତେ ସ୍ବର୍ଗଦୂତମାନଙ୍କ ଭଳି ହବେେ।"

२ शमूएल ୧୪:୧୭
"ମୁ ଜାଣେ ମାରେମୂନିବଙ୍କର କଥା, ନିଶ୍ଚିତ ଭାବରେ ମାେତେ ବିଶ୍ରାମ ଦବେ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ବରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭକ୍ସ୍ଟଲ୍ ଏବଂ ସଦାପ୍ରଭୁ ତୁମ୍ଭର ପରମେଶ୍ବର ସର୍ବଦା ତକ୍ସ୍ଟମ୍ଭ ପାଖ ରେ ଅଛନ୍ତି।"

लूका ୧୫:୧୦
"ସହେିଭଳି ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କଲେ, ପରମେଶ୍ବରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।"

प्रकाशित वाक्य ୧୪:୬
"ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।"

अय्यूब ୪:୧୫-୧୮
[୧୫] "ଏହି ସମୟରେ ଗୋଟାଏ ଆତ୍ମା ମାରେ ମୁହଁ ସମ୍ମୁଖ ରେ ଚାଲିଗଲା ଏବଂ ମାରେ ରୋମ ଟାଙ୍କୁରି ଉଠିଲା।"[୧୬] "ସହେି ଆତ୍ମା ମାରେ ସମ୍ମୁଖ ରେ ଥିଲା କିନ୍ତୁ ମୁଁ ତାକୁ ଦେଖି ପାରୁ ନ ଥିଲି। ତା'ର ମୂର୍ତ୍ତି ମାେ ଚକ୍ଷୁ ସମ୍ମୁଖ ରେ ଥିଲା ଏବଂ ଚାରିଆଡ଼େ ନିଶବ୍ଦ ଥିଲା। ତା'ପରେ ମୁଁ ଏକ ଧୀର ସ୍ବର ଶୁଣିବାକୁ ପାଇଲି।"[୧୭] "ଜଣେ ମନୁଷ୍ଯ କ'ଣ ପରମେଶ୍ବରଙ୍କଠାରୁ ଅଧିକ ଧାର୍ମିକ ହାଇେ ପାରିବ? ନିଜ ସୃଷ୍ଟିକର୍ତ୍ତାଠାରୁ ମନୁଷ୍ଯ କ'ଣ ଅଧିକ ପବିତ୍ର ହାଇପୋରିବ ?"[୧୮] "ଦେଖ, ପରମେଶ୍ବର ତାଙ୍କ ସ୍ବର୍ଗୀଯ ସବେକଗଣଙ୍କୁ ମଧ୍ଯ ବିଶ୍ବାସ କରିପାରନ୍ତି ନାହିଁ। ପରମେଶ୍ବର ତାଙ୍କ ଦୂତଗଣଠା ରେ ମଧ୍ଯ ଭୁଲ୍ ପାଆନ୍ତି।"

यशायाह ୧୪:୧୨-୧୪
[୧୨] "ତୁମ୍ଭେ ପ୍ରଭାତୀ ତାରା ସଦୃଶ ଥିଲ। ବର୍ତ୍ତମାନ ତୁମ୍ଭର ପତନ ଘଟିଛି। ଅତୀତ ରେ ସମସ୍ତ ଗୋଷ୍ଠୀ ତୁମ୍ଭ ନିକଟରେ ନତ ହେଉଥିଲେ। କିନ୍ତୁ ବର୍ତ୍ତମାନ ତୁମ୍ଭକୁ ଛଦନେ କରାୟାଇଛି।"[୧୩] "ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, ଆମ୍ଭେ ପରମେଶ୍ବରଙ୍କ ପରି ସ୍ବର୍ଗାରୋହଣ କରିବା। ଆମ୍ଭେ ସ୍ବର୍ଗର ଉର୍ଦ୍ଧ୍ବକୁ ୟିବା, ଆମ୍ଭେ ପରମେଶ୍ବରଙ୍କ ତାରକାର ଉର୍ଦ୍ଧ୍ବ ରେ ସିଂହାସନ ସ୍ଥାପନ କରିବା।ଆମେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପ ରେ ଉପବିଷ୍ଟ ହବୋ ଓ ସହେି ପର୍ବତ ରେ ପରମେଶ୍ବରଙ୍କୁ ସାକ୍ଷାତ କରିବା।"[୧୪] "ଆମ୍ଭେ ମେଘମାଳାର ଉଚ୍ଚସ୍ଥଳ ରେ ଉପରକୁ ଉଠିବା ଏବଂ ପରମେଶ୍ବରଙ୍କ ତୁଲ୍ଯ ସର୍ବୋପରିସ୍ଥ ହବୋ।'"

यहूदा ୧:୬
"ତୁମ୍ଭେ ସହେି ସ୍ବର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସମାନେେ ତାହାକୁ ରଖିପାରିଲେ ନାହିଁ। ସମାନେେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସମାନଙ୍କେୁ ଅନ୍ଧକାର ରେ ରଖିଛନ୍ତି। ସମାନେେ ଅନନ୍ତକାଳୀନ ବନ୍ଧନ ରେ ବନ୍ଧା ହାଇେଛନ୍ତି। ସେ ସମାନଙ୍କେୁ ମହାବିଚାର ଦିନ ପର୍ୟ୍ଯନ୍ତ ରଖିଛନ୍ତି।"

१ पतरस ୩:୨୧-୨୨
[୨୧] "ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।"[୨୨] "ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।"

१ पतरस ୧:୧୨
"ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।"

इब्रानियों ୧୨:୨୨
"କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।"

प्रकाशित वाक्य ୫:୧୧-୧୨
[୧୧] "ତା'ପରେ ମୁଁ ଦେଖିଲି ଓ ଅନକେ ସ୍ବର୍ଗଦୂତଙ୍କର ସ୍ବର ଶୁଣିଲି। ସ୍ବର୍ଗଦୂତମାନେ ସିଂହାସନ, ଜୀବିତପ୍ରାଣୀ ଓ ପ୍ରାଚୀନମାନଙ୍କ ଚାରିପାଖ ରେ ଥିଲେ। ମୁଁ ହଜାରହଜାର ସ୍ବର୍ଗଦୂତଙ୍କୁ ଦେଖିଲି। ସଠାେରେ 10,000ର 10,000 ଗୁଣ ସ୍ବର୍ଗଦୂତ ଥିଲେ।"[୧୨] "ସମାନେେ ଉଚ୍ଚ ସ୍ବର ରେ ଏହା କହୁଥିଲେ :"

भजन संहिता ୭୮:୨୫-୪୯
[୨୫] "ଲୋକମାନେ ପରାକ୍ରମୀଗଣର ଆହାର ଭୋଜନ କଲେ। ପରମେଶ୍ବର, ସମାନେେ ଖାଇ ତୃପ୍ତି ହବୋ ପର୍ୟ୍ଯନ୍ତ ସହେି ସବୁ ପ୍ରକାର ଖାଦ୍ୟ ୟୋଗାଇଲେ।"[୨୬] "ପରମେଶ୍ବର ଆକାଶରେ ପୂର୍ବୀଯବାଯୁ ବହାଇଲେ ଓ ସେ ତାଙ୍କର ଶକ୍ତି ଦ୍ବାରା ଦକ୍ଷିଣବାଯୁ ଆଣିଲେ।"[୨୭] "ପରମେଶ୍ବର ତାଙ୍କର ଲୋକମାନଙ୍କ ଉପରେ ସମାନଙ୍କେର ମାଂସ ପାଇଁ ପକ୍ଷୀଗଣ ବୃଷ୍ଟି କରାଇଲେ। ପକ୍ଷୀଗୁଡ଼ିକ ଧୂଳି ପରି ବହଳରେ ପଡ଼ିଲେ ଓ ସମୁଦ୍ରକୂଳର ବାଲୁକା ତୁଲ୍ଯ ବହୁତ ଥିଲେ।"[୨୮] "ଏହି ପକ୍ଷୀମାନେ ସମାନଙ୍କେ ତମ୍ବୁର ଚତୁର୍ଦ୍ଦିଗରେ ଛାଉଣୀ ଭିତରେ ପଡ଼ିଲେ।"[୨୯] "ସମାନେେ ତୃପ୍ତି ହବୋ ପର୍ୟ୍ଯନ୍ତ ଖାଇଲେ। ସମାନେେ ୟାହା ଚାହିଁଲେ, ପରମେଶ୍ବର ସମାନଙ୍କେୁ ଦେଲେ।"[୩୦] "ସମାନେେ ସମାନଙ୍କେର ପ୍ରାପ୍ତ ବସ୍ତ୍ରରେ ସନ୍ତୁଷ୍ଟ ହେଲେ ନାହିଁ। ତଣେୁ ସମାନଙ୍କେ ପାଟିରେ ଖାଦ୍ୟ ଅବିଚଳିତ ଥିଲା,"[୩୧] "ପରମେଶ୍ବର ସମସ୍ତ ଲୋକମାନଙ୍କ ଉପରେ ପ୍ରବଳ କୋର୍ଧ ହେଲେ, ଏବଂ ସମାନଙ୍କେ ମଧ୍ଯରୁ ସବୁଠୁଁ ସ୍ବାସ୍ଥ୍ଯବାନ ଲୋକଙ୍କୁ ହତ୍ଯା କଲେ। ସେ ଇଶ୍ରାୟେଲର ଉତ୍ତମ ୟୁବକମାନଙ୍କୁ ତଳକୁ ଖସାଇ ଆଣିଲେ।"[୩୨] "କିନ୍ତୁ ଏହି ଲୋକମାନେ ପୁନରାଯ ପାପ କଲେ !ସମାନେେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯ କାର୍ୟ୍ଯରେ ବିଶ୍ବାସ କଲେ ନାହିଁ। ୟାହା ପରମେଶ୍ବର କରିଥିଲେ।"[୩୩] "ପରମେଶ୍ବର ସମାନଙ୍କେର ଦିନଗୁଡ଼ିକୁ ନିଶ୍ବାସ ପରି ଶୀଘ୍ର ସମାପ୍ତ କଲେ। ସେ ସମାନଙ୍କେର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ।"[୩୪] "ଯେତବେେଳେ ପରମେଶ୍ବର ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିଲେ, ଅନ୍ୟମାନେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ ଏବଂ ତାଙ୍କଠାରୁ ସାହାୟ୍ଯ ପାଇବା ପାଇଁ ଉତ୍କଣ୍ଠିତ ହେଲେ।"[୩୫] "ସମାନେେ ମନେ କଲେ ୟେ, ପରମେଶ୍ବର ସମାନଙ୍କେର ଶୈଳ ଥିଲେ ଏବଂ ସହେି ସର୍ବୋପରିସ୍ଥ ପରମେଶ୍ବର ସମାନଙ୍କେୁ ରକ୍ଷା କଲେ।"[୩୬] "କିନ୍ତୁ ସମାନେେ ନିଷ୍କପଟ ନ ଥିଲେ ଏବଂ ସମାନେେ ତାଙ୍କୁ ମିଛ କହିଲେ।"[୩୭] "ସମାନଙ୍କେର ହୃଦଯ ପରମେଶ୍ବରଙ୍କ ପ୍ରତି ପ୍ରକୃତରେ ନ ଥିଲା। ସମାନେେ ତାଙ୍କ ନିଯମରେ ବିଶ୍ବସ୍ତ ନ ଥିଲେ।"[୩୮] "କିନ୍ତୁ ପରମେଶ୍ବର ସ୍ନହେଶୀଳ ଥିଲେ ଓ ସମାନଙ୍କେର ପାପଗୁଡ଼ିକ କ୍ଷମା କଲେ, ସମାନଙ୍କେୁ ଧ୍ବଂସ କଲେ ନାହିଁ। ପରମେଶ୍ବର ତାଙ୍କର କୋର୍ଧକୁ ଅନକେ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କୋର୍ଧ ହବୋରେ ନିଯନ୍ତ୍ରଣ କରି ନ ଥିଲେ।"[୩୯] "ଆଉ ପରମେଶ୍ବର ସ୍ମରଣ କଲେ ସମାନେେ ମନୁଷ୍ଯମାତ୍ର, ସମାନେେ ବାଯୁତୁଲ୍ଯ, ୟାହା ବହିୟାଏ ଏବଂ ଫରେିଆସେ ନାହିଁ।"[୪୦] "ସହେି ଲୋକମାନେ ମରୁଭୂମି ମଧ୍ୟରେ କେତେଥର ପରମେଶ୍ବରଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସମାନେେ ତାଙ୍କୁ ଦୁଃଖିତ କଲେ।"[୪୧] "ସମାନେେ ବାରମ୍ବାର ପରମେଶ୍ବରଙ୍କୁ ପରୀକ୍ଷା କଲେ। ସମାନେେ ପ୍ରକୃତରେ ଇଶ୍ରାୟେଲର ପବିତ୍ର ସ୍ବରୂପଙ୍କୁ ବିରକ୍ତ କଲେ।"[୪୨] "ସହେି ଲୋକମାନେ ପରମେଶ୍ବରଙ୍କର ଶକ୍ତିକୁ ଭୁଲିଗଲେ। ସମାନେେ ଭୁଲିଗଲେ ୟେ, ପରମେଶ୍ବର ସମାନଙ୍କେୁ ସମାନଙ୍କେର ଶତ୍ରୁ କବଳରୁ କିପରି ରକ୍ଷା କରିଥିଲେ।"[୪୩] "ସମାନେେ ମିଶରର ଆଶ୍ଚର୍ୟ୍ଯ କର୍ମ ଏବଂ ସିୟୋନ୍ କ୍ଷେତ୍ରରେ ଆଶ୍ଚର୍ୟ୍ଯ କର୍ମମାନ ଭୁଲିଗଲେ।"[୪୪] "ପରମେଶ୍ବର ନଦୀର ଜଳକୁ ରକ୍ତ ସୋର୍ତରେ ପରିଣତ କଲେ। ମିଶରୀଯମାନେ ପିଇବା ପାଇଁ ପାଣି ପାଇଲେ ନାହିଁ।"[୪୫] "ପରମେଶ୍ବର ସମାନଙ୍କେ ମଧ୍ଯରୁ ଦଂଶକ ଝିଙ୍କ ପଠାଇଲେ। ସସବେୁ ସମାନଙ୍କେୁ ଗ୍ରାସ କଲେ ଓ ସମାନଙ୍କେୁ ବିନାଶ କଲେ।"[୪୬] "ପରମେଶ୍ବର ସମାନଙ୍କେ ଫସଲକୁ କୀଟ ପଠାଇଲେ। ସମାନଙ୍କେର ପରିଶ୍ରମର ଫଳ ପଙ୍ଗପାଳମାନଙ୍କୁ ଦେଲେ।"[୪୭] "ସେ ଶିଳାଦ୍ବାରା ସମାନଙ୍କେ ଦ୍ରାକ୍ଷାଲତା ଓ ହିମଦ୍ବାରା ସମାନଙ୍କେ ବୃକ୍ଷ ଧ୍ବଂସ କଲେ।"[୪୮] "ପରମେଶ୍ବର କୁଆପଥର ଦ୍ବାରା ସମାନଙ୍କେ ପଶୁଗଣଙ୍କୁ ଓ ସମାନଙ୍କେ ପଲଗଣଙ୍କୁ ପ୍ରଜ୍ଜ୍ବଳିତ ବଜ୍ରାଘାତରେ ବଧ କଲେ।"[୪୯] "ପରମେଶ୍ବର ଆପଣା କୋର୍ଧ ମିଶର ଉପରେ ଦଖାଇେଲେ। ସମାନଙ୍କେ ବିରୁଦ୍ଧରେ ଦୂତଦଳ ପଠାଇଲେ।"

भजन संहिता ୯୧:୧୧
"ପରମେଶ୍ବର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦବେେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ଯ, ସମାନେେ ତୁମ୍ଭକୁ ସୁରକ୍ଷା ଦବେେ।"

भजन संहिता ୧୦୩:୨୦
"ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭମାନେେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ଯ ଯେଉଁମାନେ ପରମେଶ୍ବରଙ୍କର ଆଦେଶ ମାନନ୍ତି ଓ ସେ ୟାହା କହନ୍ତି, ତାଙ୍କର ବାକ୍ଯଗୁଡ଼ିକ ପାଳନ କରନ୍ତି।"

मत्ती ୪:୬-୧୧
[୬] "ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:"[୭] "ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ର ଏକଥା ମଧ୍ଯ କୁ ହେ:"[୮] "ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା."[୯] "ଶୟତାନ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।"[୧୦] "ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:"[୧୧] "ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।"

मत्ती ୧୬:୨୭
"ମନୁଷ୍ଯପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ବର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ଯପୁତ୍ର ପ୍ରେତ୍ୟକକ ଲୋକକୁ ତାର କର୍ମ ଅନୁସାରେ ଫଳ ଦବେେ।"

मत्ती ୧୮:୧୦
"ସାବଧାନ ଏହି େଛାଟ ପିଲାମାନଙ୍କ ମଧ୍ଯରୁ କାହାହିକୁ ତୁଚ୍ଛ ମନେ କରନାହିଁ। ଏହି ପିଲାମାନଙ୍କ ପାଇଁ ସ୍ବର୍ଗ ରେ ଦୂତମାନେ ଅଛନ୍ତି। ଏବଂ ସହେି ଦୂତମାନେ ସ୍ବର୍ଗ ରେ ମାରେ ପରମପିତାଙ୍କ ସହିତ ସଦାସର୍ବଦେ ଅଛନ୍ତି।"

मत्ती ୨୪:୩୧-୩୫
[୩୧] "ନିଜର ସ୍ବର୍ଗଦୂତମାନଙ୍କୁ ପୃଥିବୀ ରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ଯପୁତ୍ର ମହା ତୂରୀ ଧ୍ବନି ସହିତ ଆସିବେ। ସହେି ସ୍ବର୍ଗଦୂତମାନେ ମର୍ତ୍ତ୍ଯର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ୟ୍ଯନ୍ତ ବୁଲି, ଚାରିଆଡୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ।"[୩୨] "ଡ଼ିମ୍ବିରି ଗଛରୁ ଗୋଟିଏ ଶିକ୍ଷା ଲାଭ କର। ଯେତବେେଳେ ଡ଼ିମ୍ବିରି ଗଛର ଡ଼ାଳଗୁଡ଼ିକ ଶାଗୁଆ ଓ ନରମ ହୁଏ, ସେତବେେଳେ ତୁମ୍ଭେ ଜାଣ ଯେ, ଖରାଦିନ ଶୀଘ୍ର ଆସିୟିବ।"[୩୩] "ଠିକ୍ ସହେିଭଲି ମୁଁ କହିଥିବା କଥାଗୁଡ଼ିକ ଯେତବେେଳେ ଘଟିବାର ତୁମ୍ଭେ ଦେଖିବ, ତୁମ୍ଭେ ଜାଣିବ ଯେ ଖ୍ରୀଷ୍ଟଙ୍କ ଆସିବା ସମୟ ନିକଟ ହେଲାଣି।"[୩୪] "ମୁଁ ତୁମ୍ଭକୁ ସତ୍ଯ କହୁଛି। ବର୍ତ୍ତମାନର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।"[୩୫] "ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।"

लूका ୪:୧୦
"ଶାସ୍ତ୍ର ରେ ଲଖାେଅଛି:"

यूहन्ना ୨୦:୧୧-୧୨
[୧୧] "କିନ୍ତୁ ମରିୟମ କବର ବାହା ରେ ଠିଆ ହାଇେ କାନ୍ଦୁଥିଲେ। ସେ କାନ୍ଦୁଥିବା ବେଳେ ନଇଁପଡି କବର ଭିତରକୁ ଚାହିଁଲେ।"[୧୨] "ସେ ଦୁଇ ଜଣ ସ୍ବର୍ଗଦୂତଙ୍କୁ ଧଳା ଲୁଗା ପିନ୍ଧି ଯୀଶୁଙ୍କ ଶରୀର ଯେଉଁଠା ରେ ଥିଲା, ତାହା ପାଖ ରେ ବସିବାର ଦେଖିଲେ। ଜଣେ ସ୍ବର୍ଗଦୂତ ଯୀଶୁଙ୍କ ମୁଣ୍ଡ ରହିଥିବା ଜାଗା ରେ ଓ ଅନ୍ୟ ଜଣେ ପାଦ ରହିଥିବା ଜାଗା ରେ ବସିଥିଲେ।"

कुलुस्सियों ୨:୧୮
"କେତକେ ଲୋକ, ନିଜକୁ ନମ୍ର ବୋଲି ଦଖାେନ୍ତି ଓ ସ୍ବର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସମାନେେ ସବୁବେଳେ ଦେଖିଥିବା ଦର୍ଶନ ବିଷୟ ରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, ତୁମ୍ଭମାନେେ ଦର୍ଶନ କରୁ ନାହଁ, ସ୍ବର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍ । ଏହି ଲୋକ ପ୍ରକୃତ ରେ କବଳେ ମନୁଷ୍ଯମାନଙ୍କ ବିଚାର ରେ ବୁଡ଼ି ରହିଥିବାରୁ ଓ ପରମେଶ୍ବରଙ୍କ କଥା ବିଚାର ନ କରୁଥିବାରୁ ବୃଥା ରେ ଗର୍ବ କରନ୍ତି।"

इब्रानियों ୧:୧୪
"ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।"

इब्रानियों ୨:୬-୧୩
[୬] "ଶାସ୍ତ୍ର ରେ କୌଣସି ସ୍ଥାନ ରେ ଏପରି ଲଖାେ ଅଛି :"[୭] "ତୁମ୍ଭେ ସ୍ବର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ଯୁନ କରିଅଛ ? ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,"[୮] "ଓ ପ୍ରେତ୍ୟକକ ବିଷୟ ତା' ନିୟନ୍ତ୍ରଣ ରେ ରଖିଅଛ। ଗୀତସଂହିତା 8:4-6"[୯] "ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ବର୍ଗଦୂତମାନଙ୍କ ଠାରୁ ନିମ୍ନ ସ୍ତର ରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ଯୁ ଅଟେ। ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଯୀଶୁ ପ୍ରେତ୍ୟକକ ଲୋକଙ୍କ ପାଇଁ ମୃତ୍ଯୁ ବରଣ କଲେ।"[୧୦] "ପରମେଶ୍ବର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଦିଷ୍ଟ। ଅନକେ ଲୋକ ଯେପରି ତାହାଙ୍କ ଗୌରବ ରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ଯମ ରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦଖାଇେଲେ।"[୧୧] "ତେଣୁ ୟିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁ ହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସମାନଙ୍କେୁ ନିଜ ଭାଇ ଓ ଭଉଣୀ ଡ଼ାକିବା ରେ ଲଜ୍ଜା ବୋଧ କରନ୍ତି ନାହିଁ। ଯୀଶୁ କୁହନ୍ତି :"[୧୨] " ହେ ପରମେଶ୍ବର, ମୁଁ ମାରେ ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟ ରେ କହିବି। ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗ ରେ, ମୁଁ ତୁମ୍ଭର ପ୍ରଶଂସା ପାଇବି। ଗୀତିସଂହିତା 22:22"[୧୩] "ସେ ଆହୁରି କହନ୍ତି :"

इब्रानियों ୧୩:୨
"ନିଜ ଘ ରେ ସ୍ବାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାୟ୍ଯ କରିବା କଥା ମନେ ରଖ। କେତବେେଳେ ଏହିପରି କରି ଅଜାଣତ ରେ ସ୍ବର୍ଗଦୂତମାନଙ୍କୁ ସାହାୟ୍ଯ କରିଛନ୍ତି।"

२ पतरस ୨:୪
"ଯେତବେେଳେ ସ୍ବର୍ଗଦୂତମାନେ ପାପ କଲେ, ପରମେଶ୍ବର ସମାନଙ୍କେୁ ଦଣ୍ଡ ନ ଦଇେ ଛାଡ଼ିଲେ ନାହିଁ। ପରମେଶ୍ବର ସହେି ଦୂତମାନଙ୍କୁ ନରକକୁ ପଠାଇ ଦେଲେ। ସେ ସମାନଙ୍କେୁ ଅନ୍ଧକାରର ଗୁମ୍ଫାମାନଙ୍କ ରେ ପକାଇ ରଖିଲେ। ବିଚାର ଦିନ ପର୍ୟ୍ଯନ୍ତ ସମାନେେ ସଠାେରେ ପଡ଼ିଥିବେ।"

Odia Bible 1840
Public Domain: Odia 1840