A A A A A

बुरा चरित्र: [उपालंभ देना]


भजन संहिता ୧୪୪:୧୪
"ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ବାରା ଅଧିକ ଓଜନିଆ ହାଇେ ପଡ଼ନ୍ତୁ। ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ। ଆମ୍ଭମାନଙ୍କ ମଧ୍ଯରୁ କହେି ନିର୍ବାସିତ ନ ହୁଅନ୍ତୁ। ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ।"

नहेमायाह ୮:୧
"ତେଣୁ ସମସ୍ତ ଲୋକମାନେ ଜଳଦ୍ବାର ନିକଟରେ ଥିବା ଛକରେ ଏକମନ ରେ ଏକତ୍ରୀତ ହେଲେ। ସଦାପ୍ରଭୁ ଇଶ୍ରାୟେଲକୁ ମାଶାଙ୍କେର ଯେଉଁ ବ୍ଯବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସମାନେେ ଏଜ୍ରା ଲିପିକାରଙ୍କୁ କହିଲେ।"

यशायाह ୨୪:୧୧
"ତଥାପି ଲୋକମାନେ ସଡ଼କରେ ସୁରା ପାଇଁ ଚିତ୍କାର କରୁଛନ୍ତି। କିନ୍ତୁ ସମସ୍ତ ସୁଖ ଚାଲି ୟାଇଛି ଓ ଆମାଦେ ଦୂରୀଭୂତ ହାଇେଛି।"

यिर्मयाह ୧୪:୨
"ଯିହୁଦା ଶାେକ କରୁଅଛି ଓ ତାହାର ନଗରର ଲୋକମାନେ କ୍ଷୀଣ ହାଇେଅଛନ୍ତି। ସମାନେେ କଳାବସ୍ତ୍ର ପିନ୍ଧି ଭୂମିରେ ବସିଛନ୍ତି ଓ ୟିରୁଶାଲମର ଲୋକମାନେ ସାହାୟ୍ଯ ପାଇଁ ଆର୍ତ୍ତଚିତ୍କାର କରୁଛନ୍ତି।"

नीतिवचन ୨୩:୨୯
"ଯେଉଁମାନେ ଅତ୍ଯନ୍ତ ମଦ୍ଯପ ଏବଂ ସବୁ ସମୟ ମଦ୍ଯ ପାନ ରେ ଉପ ଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ।"

फिलिप्पियों ୪:୬-୭
[୬] "କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।"[୭] "ପରମେଶ୍ବରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠା ରେ ସୁରକ୍ଷା କରି ରଖିବ। ପରମେଶ୍ବରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।"

Odia Bible 1840
Public Domain: Odia 1840