A A A A A

चर्च: [उपयाजकों]


१ तीमुथियुस ୩:୧-୧୩
[୧] "ମୁଁ ଯାହା କହୁଛି ତାହା ସତ୍ଯ : ଯଦି କହେି ଅଧ୍ଯକ୍ଷ293 ହବୋ ପାଇଁ ଚେଷ୍ଟା କରେ, ତବେେ ସେ ଭଲ କାର୍ୟ୍ଯ ଚାହୁଁଛନ୍ତି।"[୨] "ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।"[୩] "ସେ ଅତ୍ଯଧିକ ମଦ୍ଯପାନ କରିବା ଉଚିତ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହାଇେଥିବା କଥା। ସେ ନମ୍ର ଓ ଶାନ୍ତ ହବୋ ଦରକାର।"[୪] "ସେ ଧନ ଲୋଭୀ ହାଇେ ନ ଥିବେ, ସେ ନିଜ ପରିବାରକୁ ଉପୟୁକ୍ତ ଭାବରେ ନତେୃତ୍ବ ଦଇପୋରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ଯ ହେଉଥିବେ।"[୫] "(ଯଦି ଜଣେ ପରିବାରର ନତେୃତ୍ବ ଦଇେ ଜାଣି ନାହିଁ, ସେ ପରମେଶ୍ବରଙ୍କ ମଣ୍ଡଳୀର ଯତ୍ନ ନଇେ ପାରିବ ନାହିଁ।)"[୬] "କିନ୍ତୁ ଜଣେ ଅଧ୍ଯକ୍ଷ ନୂତନ ଶିଷ୍ଯ ହାଇେ ନ ଥିବେ। ନୂତନ ବିଶ୍ବାସୀଙ୍କୁ ଅଧ୍ଯକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପା ରେ। ଏଭଳି ପରିସ୍ଥିତି ରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହାଇେ ଦଣ୍ଡିତ ହବେ।"[୭] "ଯେଉଁମାନେ ମଣ୍ଡଳୀର ସଦସ୍ଯ ନୁହଁନ୍ତି, ବାହାରର ସହେି ଲୋକମାନଙ୍କର ମଧ୍ଯ, ଅଧ୍ଯକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ଯକ। ତହିଁରେ ସେ ଅନ୍ୟମାନଙ୍କ ଦ୍ବାରା ସମାଲୋଚିତ ହବେେ ନାହିଁ କି ଶୟତାନର ଫାନ୍ଦ ରେ ପଡ଼ିବେ ନାହିଁ।"[୮] "ସହେିପରି ମଣ୍ଡଳୀ ରେ ନିୟୁକ୍ତି ପାଇଥିବା ସ୍ବତନ୍ତ୍ର ସବେକଗଣ ଏଭଳି ଲୋକ ହାଇେଥିବା କଥା, ଯେଉଁମାନଙ୍କୁ ଲୋକେ ସମ୍ମାନ କରୁଥିବେ। ସମାନେେ ଯାହା କହନ୍ତି, ତାହା ବିଶ୍ବାସ ଯୋଗ୍ଯ ହବୋ ଉଚିତ। ଅଧିକ ଦ୍ରାକ୍ଷାରସ ପିଇବା ରେ ନିଜ ସମୟ କାଟିବା ଉଚିତ ନୁହେଁ। ସବୁବେଳେ ଅନ୍ୟମାନଙ୍କୁ ଠକି ଧନୀ ହବୋକୁ ଚେଷ୍ଟା କରୁଥିବା ଲୋକମାନଙ୍କ ପରି ସମାନେେ ହାଇେ ନ ଥିବେ।"[୯] "ସମାନେେ ପରମେଶ୍ବରଙ୍କ ଦ୍ବାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ଯର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।"[୧୦] "ତୁମ୍ଭମାନେେ ପ୍ରଥମେ ସମାନଙ୍କେୁ ପରୀକ୍ଷା କରିବ। ଯଦି ସମାନଙ୍କେ ଭିତ ରେ କୌଣସି ଦୁଗୁର୍ଣ ନାହିଁ, ତା ହେଲେ ସମାନେେ ବିଶଷେ ସବେକ ଭାବେ ସବୋ କରି ପାରିବେ।"[୧୧] "ସହେିପରି ବିଶଷେ ସବେିକା ହବୋ ପାଇଁ ନିୟୁକ୍ତ ସ୍ତ୍ରୀମାନଙ୍କର ପ୍ରତି ଅନ୍ୟ ଲୋକମାନଙ୍କର ସମ୍ମାନ ଭାବ ଥିବା ଦରକାର। ସମାନେେ ଅନ୍ୟମାନଙ୍କ ବିଷୟ ରେ ମନ୍ଦ କଥା ଆଦୌ କହୁ ନ ଥିବେ। ସମାନଙ୍କେର ଆତ୍ମା ସଂୟମ ଥିବା ପ୍ରୟୋଜନ ଓ ପ୍ରେତ୍ୟକକ କଥା ରେ ଯେପରି ସମାନଙ୍କେୁ ବିଶ୍ବାସ କରାଯାଇ ପାରୁଥିବ।"[୧୨] "ଯେଉଁମାନେ ବିଶଷେ ସବେକ ହବେେ, ସମାନଙ୍କେର କବଳେ ଗୋଟିଏ ପତ୍ନୀ ଥିବ। ସମାନେେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନତେୃତ୍ବ ଦଇପୋରୁଥିବେ।"[୧୩] "ଯେଉଁ ଲୋକମାନେ ଭଲ ଭାବରେ ସବୋ କରନ୍ତି, ସମାନେେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସମାନେେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ବିଶ୍ବାସ ସଂପର୍କ ରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।"

फिलिप्पियों ୧:୧
"ଯୀଶୁ ଖ୍ରୀଷ୍ଟଙ୍କ ସବେକ ପାଉଲ ଓ ତୀମଥି, ଫିଲିପ୍ପୀର ଖ୍ରୀଷ୍ଟଯୀଶୁଙ୍କ ସମସ୍ତ ପବିତ୍ର ଲୋକମାନଙ୍କୁ ଓ ତୁମ୍ଭମାନଙ୍କର ପ୍ରାଚୀନ286 ଏବଂ ବିଶଷେ ସବେକମାନଙ୍କୁ ପତ୍ର।"

प्रेरितों के काम ୬:୧-୭
[୧] "ଏହି ସମୟ ମଧିଅରେ ଶିଷ୍ଯମାନଙ୍କ ସଂଖ୍ଯା ବଢ଼ିଗଲା। ସେତବେେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ। ସମାନଙ୍କେ ବିଧବାମାନଙ୍କୁ ଉଚିତ ପରିମାଣ ରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।"[୨] "ତେଣୁ ପ୍ ରରେିତମାନେ ସଂମ୍ପୂର୍ଣ୍ଣ ଶିଷ୍ଯ ମଣ୍ଡଳୀକୁ ଡ଼ାକି କହିଲେ, ଆମ୍ଭେ ପରମେଶ୍ବରଙ୍କର ବାକ୍ଯ ପ୍ରଚାର ରେ ଅବ ହଳୋ କରିବା ଠିକ୍ ହବେନାହିଁ। ଖାଦ୍ୟ ବଣ୍ଟନ ରେ ସମୟ ଦବୋ ଅପେକ୍ଷା ପ୍ରଚାର କାର୍ୟ୍ଯ ଚାଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହବେ।"[୩] "ଏଥିପାଇଁ ହେ ଭାଇମାନେ, ତୁମ୍ଭମାନେେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସମାନେେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ର ଆତ୍ମା ଓ ଜ୍ଞାନ ରେ ପୂର୍ଣ୍ଣ ହାଇେଥିବେ। ଆମ୍ଭମାନେେ ସମାନଙ୍କେୁ ଏହି କାମ କରିବାପାଇଁ ଦବେୁ।"[୪] "ତବେେ ଆମ୍ଭମାନେେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନା ରେ ଦଇପୋରିବୁ।"[୫] "ସହେି ଦଳର ସମସ୍ତେ ଏହି ଚ଼ିନ୍ତାଧାରାକୁ ପସନ୍ଦ କଲେ। ସମାନେେ ନିଜ ମଧ୍ଯରୁ ସ୍ତିଫାନ, ଯେ କି ପବିତ୍ର ଆତ୍ମା ଓ ବିଶ୍ବାସ ରେ ପରିପୂର୍ଣ୍ଣ ଥିଲେ, ଫିଲିପ୍ପ, ପ୍ରଖର, ନୀକାନୋର, ତୀମାନେ, ପାର୍ମନା ଓ ନୀକଲାୟ। ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହାଇେଥିଲେ ମନୋନୀତ କଲେ ା"[୬] "ସମାନେେ ଏହି ଲୋକମାନଙ୍କୁ ପ୍ ରରେିତମାନଙ୍କ ପାଖ ରେ ଉପସ୍ଥିତ କରାଇଲେ। ପ୍ ରରେିତମାନେ ପ୍ରାର୍ଥନା କରି ସମାନଙ୍କେ ଉପରେ ହାତ ରଖିଲେ।"[୭] "ଏହିପରି ଭାବରେ ପରମେଶ୍ବରଙ୍କର ବାକ୍ଯ ଚ଼ାରିଆଡ଼େ ବ୍ଯାପିଗଲା। ୟିରୂଶାଲମ ରେ ଶିଷ୍ଯମାନଙ୍କର ସଂଖ୍ଯା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ଯରୁ ଅନକେ ବିଶ୍ବାସ କଲେ ଓ ପାଳନ କଲେ।"

रोमियों ୧୬:୧
"ମୁଁ, ତୁମ୍ଭକୁ କେଙ୍କ୍ ରଯୋ ନଗରୀର ମଣ୍ତଳୀର ବିଶଷେ ସବେିକା, ଆମ୍ଭର ଧର୍ମ ଭଉଣୀ ଫବୈୀଙ୍କୁ ସୁପାରିଶ କରୁଛି।"

तीतुस ୧:୭
"ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ବରଙ୍କ କାମର ଯତ୍ନ ନବୋ, ଅତଏବ ସେ ନିର୍ଦ୍ ଦୋଷ ହବୋ କଥା। ସେ ଗର୍ବୀ, ସ୍ବାର୍ଥୀ ଓ ଶୀଘ୍ର କୋରଧୀ ହାଇେ ନ ଥିବେ। ସେ ଅତ୍ଯଧିକ ମଦ୍ଯ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହାଇେ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହବୋ ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।"

प्रेरितों के काम ୬:୩
"ଏଥିପାଇଁ ହେ ଭାଇମାନେ, ତୁମ୍ଭମାନେେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସମାନେେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ର ଆତ୍ମା ଓ ଜ୍ଞାନ ରେ ପୂର୍ଣ୍ଣ ହାଇେଥିବେ। ଆମ୍ଭମାନେେ ସମାନଙ୍କେୁ ଏହି କାମ କରିବାପାଇଁ ଦବେୁ।"

यूहन्ना ୮:୩୨
"ତୁମ୍ଭେ ସତ୍ଯକୁ ଜାଣିବ ଓ ସହେି ସତ୍ଯ ତୁମ୍ଭକୁ ମୁକ୍ତ କରିବ।"

इफिसियों ୪:୧୧
"ଏବଂ ସହେି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲେ ଅର୍ଥାତ୍ କେତକେ ଲୋକଙ୍କୁ ସେ ପ୍ ରରେିତ ହବୋ ପାଇଁ, କେତକଙ୍କେୁ ଭବିଷ୍ଯତ୍ବକ୍ତା ହବୋ ପାଇଁ, କେତକଙ୍କେୁ ସୁସମାଚାର କହିବା ପାଇଁ ଓ କେତକଙ୍କେୁ ପରମେଶ୍ବରଙ୍କ ଲୋକମାନଙ୍କର ଯତ୍ନ ନବୋ ପାଇଁ ଓ ଶିକ୍ଷା ଦବୋ ପାଇଁ।"

प्रेरितों के काम ୨୦:୨୮
"ତେଣୁ ତୁମ୍ଭମାନେେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ର ଆତ୍ମା ଯେଉଁ ମଷେପଲ ଉପରେ ତୁମ୍ଭମାନଙ୍କୁ ମଷେପାଳକ ରୂପେ ନିୟୁକ୍ତ କରିଅଛନ୍ତି, ସମାନଙ୍କେ ବିଷୟ ରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ବର ଆପଣା ରକ୍ତ ରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।"

यूहन्ना ୬:୫୪
"ଯେଉଁ ବ୍ଯକ୍ତି ମାେ ମାଂସ ଖାଏ ଓ ମାେ ରକ୍ତ ପିଏ, ସେ ଅନନ୍ତଜୀବନ ପାଏ। ମୁଁ ସହେି ଲୋକକୁ ଶଷେ ଦିନ ରେ ମୃତ୍ଯୁ ରୁ ଉେଠଇବି।"

मरकुस ୬:୩
"ଏ କ'ଣ ସହେି ବଢଇେ ନୁହଁନ୍ତି? ଏ କ'ଣ ମରିୟମଙ୍କ ପୁଅ, ଆଉ ଯାକୁବ, ୟୋସି, ୟିହୂଦା ଓ ଶିମାନଙ୍କେ ଭାଇ ନୁହଁନ୍ତି? ତାହାଙ୍କର ଭଉଣୀମାନେ କ'ଣ ଏଠା ରେ ଆମ୍ଭ ସହିତ ନାହାଁନ୍ତି? ତେଣୁ ଯୀଶୁଙ୍କୁ ସ୍ବୀକାର କରିବା ରେ ଏହି ଲୋକମାନେ ବାଧା ପାଇଲେ।"

१ कुरिन्थियों ୧୨:୨୮
"ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।"

गलातियों ୧:୧୯
"ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସଠାରୁେ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ ରରେିତଙ୍କୁ ଦଖାେ କଲି ନାହିଁ।"

मलाकी ୧:୧୧
"ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।"

इब्रानियों ୧୩:୧୭
"ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସମାନଙ୍କେର ଅଧୀନ ରେ ରୁହ। ସମାନେେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାଯୀ। ଅତଏବ, ସମାନେେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥାଆନ୍ତି। ସମାନଙ୍କେର ଆଜ୍ଞାପାଳନ କର ଯେପରି ଏହି କାମଟି ସମାନେେ ଖୁସି ମନ ରେ କରିବେ, ଦୁଃଖ ରେ ନୁହେଁ। ସମାନଙ୍କେର କାମ କଠିନ ହେଲେ, ତା'ଦ୍ବାରା ତୁମ୍ଭମାନଙ୍କର କୌଣସି ଲାଭ ହବେ ନାହିଁ।"

यूहन्ना ୩:୩-୫
[୩] "ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ପ୍ରେତ୍ୟକକ ବ୍ଯକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହବୋ ଆବଶ୍ଯକ। ଯଦି କୌଣସି ଲକେ ପୁନର୍ବାର ଜନ୍ମ ନହୁଏ, ତବେେ ସେ ଲୋକ ପରମେଶ୍ବରଙ୍କର ରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।"[୪] "ନୀକଦୀମ ତାହାଙ୍କୁ କହିଲେ, କିନ୍ତୁ ଯଦି କୌଣସି ବ୍ଯକ୍ତି ବୃଦ୍ଧ ହାଇେ ସାରିଛି, ତବେେ ସେ କିପରି ପୁନର୍ବାର ଜନ୍ମ ନଇେ ପାରିବ? ଜଣେ ଲୋକ କଦାପି ତାର ମାତାର ଗର୍ଭ ରେ ଆଉ ଥରେ ପ୍ରବେଶ କରିପାରିବ ନାହିଁ। ତେଣୁ ଜଣେ ବ୍ଯକ୍ତି କଦାପି ଦ୍ବିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।"[୫] "ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହାଇେ ନଥାଏ, ତବେେ ସେ କଦାପି ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରି ପାରିବ ନାହିଁ।"

इब्रानियों ୧୨:୧୪
"ସମସ୍ତଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣଙ୍କର ଜୀବନ ପବିତ୍ର ନୁହେଁ, ତା' ହେଲେ ସେ ପ୍ରଭୁଙ୍କୁ କବେେ ହେଲେ ଦେଖି ପାରିବ ନାହିଁ।"

प्रेरितों के काम ୬:୪
"ତବେେ ଆମ୍ଭମାନେେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନା ରେ ଦଇପୋରିବୁ।"

१ तीमुथियुस ୩:୧-୭
[୧] "ମୁଁ ଯାହା କହୁଛି ତାହା ସତ୍ଯ : ଯଦି କହେି ଅଧ୍ଯକ୍ଷ293 ହବୋ ପାଇଁ ଚେଷ୍ଟା କରେ, ତବେେ ସେ ଭଲ କାର୍ୟ୍ଯ ଚାହୁଁଛନ୍ତି।"[୨] "ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।"[୩] "ସେ ଅତ୍ଯଧିକ ମଦ୍ଯପାନ କରିବା ଉଚିତ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହାଇେଥିବା କଥା। ସେ ନମ୍ର ଓ ଶାନ୍ତ ହବୋ ଦରକାର।"[୪] "ସେ ଧନ ଲୋଭୀ ହାଇେ ନ ଥିବେ, ସେ ନିଜ ପରିବାରକୁ ଉପୟୁକ୍ତ ଭାବରେ ନତେୃତ୍ବ ଦଇପୋରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ଯ ହେଉଥିବେ।"[୫] "(ଯଦି ଜଣେ ପରିବାରର ନତେୃତ୍ବ ଦଇେ ଜାଣି ନାହିଁ, ସେ ପରମେଶ୍ବରଙ୍କ ମଣ୍ଡଳୀର ଯତ୍ନ ନଇେ ପାରିବ ନାହିଁ।)"[୬] "କିନ୍ତୁ ଜଣେ ଅଧ୍ଯକ୍ଷ ନୂତନ ଶିଷ୍ଯ ହାଇେ ନ ଥିବେ। ନୂତନ ବିଶ୍ବାସୀଙ୍କୁ ଅଧ୍ଯକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପା ରେ। ଏଭଳି ପରିସ୍ଥିତି ରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହାଇେ ଦଣ୍ଡିତ ହବେ।"[୭] "ଯେଉଁମାନେ ମଣ୍ଡଳୀର ସଦସ୍ଯ ନୁହଁନ୍ତି, ବାହାରର ସହେି ଲୋକମାନଙ୍କର ମଧ୍ଯ, ଅଧ୍ଯକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ଯକ। ତହିଁରେ ସେ ଅନ୍ୟମାନଙ୍କ ଦ୍ବାରା ସମାଲୋଚିତ ହବେେ ନାହିଁ କି ଶୟତାନର ଫାନ୍ଦ ରେ ପଡ଼ିବେ ନାହିଁ।"

१ तीमुथियुस ୨:୧୨
"ଜଣେ ସ୍ତ୍ରୀ ଜଣେ ପୁରୁଷକୁ ଉପଦେଶ ଦବୋ ପାଇଁ ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଜଣେ ପୁରୁଷ ଉପରେ କତ୍ତୃର୍ତ୍ବ କରୁ, ଏହା ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଲୋକ ନୀରବ ହାଇେ ରହିବା ଦରକାର।"

प्रेरितों के काम ୧୪:୨୩
"ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ପାଇଁ ପ୍ରତି ମଣ୍ଡଳୀ ରେ ପ୍ରାଚ଼ୀନମାନଙ୍କୁ ନିୟୁକ୍ତି ଦେଲେ। ସମାନେେ ଏହି ପ୍ରାଚ଼ୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚ଼ୀନମାନେ ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେୁ ପ୍ରଭୁଙ୍କ ପାଖ ରେ ସମର୍ପଣ କଲେ।"

१ तीमुथियुस ୫:୧୭
"ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।"

इब्रानियों ୧୩:୭
"ତୁମ୍ଭମାନେେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସମାନେେ ପରମେଶ୍ବରଙ୍କ ବାକ୍ଯ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସମାନେେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ଯୁ ଭୋଗ କଲେ ତାହା ମନେ ପକାଅ, ଏବଂ ସମାନଙ୍କେର ବିଶ୍ବାସର ଉଦାହରଣକୁ ଅନୁସରଣ କର।"

तीतुस ୧:୮
"ନିଜ ଘ ରେ ଲୋକମାନଙ୍କୁ ସ୍ବାଗତ କରି ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ ରମେ କରୁଥିବେ, ଜ୍ଞାନୀ ହାଇେଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହାଇେଥିବେ ଓ ନିଜକୁ ସଂୟମ କରି ପାରୁଥିବେ। ଆମ୍ଭେ ସତ୍ଯର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପ୍ରଦାନ କରୁଥିବେ।"

१ पतरस ୫:୨
"ମୁଁ ତୁମ୍ଭକୁ ଅନୁ ରୋଧ କରେ ଯେ, ପରମେଶ୍ବରଙ୍କ ଯେଉଁ ମଷଗେଣର ଦାଯିତ୍ବ ରେ ତୁମ୍ଭେ ରହିଛ, ସହେି ମଷେ ସମୂହର ତୁମ୍ଭେ ଯତ୍ନ ନବୋ ଉଚିତ। ସମାନେେ ପରମେଶ୍ବରଙ୍କ ମଷେପଲ। ତୁମ୍ଭେ ବାଧ୍ଯବାଧକତା ରେ ନୁହେଁ, ମାତ୍ର ସ୍ବଇଚ୍ଛା ରେ ପ୍ରତିପାଳନ କର। ପରମେଶ୍ବର ତାହାହିଁ ଚାହାଁନ୍ତି। ତୁମ୍ଭେ ସବୋ କରିବା ରେ ଆନନ୍ଦ ପାଉଛ ବୋଲି ସପରେି କର, ଧନ ଲୋଭ ରେ ତାହା କର ନାହିଁ।"

तीतुस ୧:୬
"ଏକ ପ୍ରାଚୀନ ହବୋ ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସଗେୁଡ଼ିକ ହେଲା ସେ ନିର୍ଦ୍ ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ବାସୀ ହାଇେଥିବେ। ସମାନେେ ହିଂସ୍ର ଜୀବନ ଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।"

१ तीमुथियुस ୫:୨୨
"ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।"

तीतुस ୧:୫
"ମୁଁ ତୁମ୍ଭକୁ କ୍ରୀତୀଠା ରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସଗେୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସଠାେରେ ତୁମ୍ଭକୁ ଏଥିପାଇଁ ମଧ୍ଯ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରେତ୍ୟକକ ନଗର ରେ ପ୍ରାଚୀନ ହବୋ ଲୋକମାନଙ୍କୁ ବାଛି ପାରିବ।"

गलातियों ୪:୧୯
"ମାେ ପ୍ରିୟ ସନ୍ତାନଗଣ ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା' ପରି ପ୍ରସବବଦନୋ ଅନୁଭବ କରୁଛି ଓ ତୁମ୍ଭମାନେେ ଯେପର୍ୟ୍ଯନ୍ତ ପ୍ରକୃତ ରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହାଇେଛ, ସପେର୍ୟ୍ଯନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି।"

Odia Bible 1840
Public Domain: Odia 1840