A A A A A

परमेश्वर: [अभिशाप]


लैव्यव्यवस्था ୨୦:୯
" ଯେ ନିଜର ପିତାମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚିତ ହତ ହବେ। ଯେ ହତେୁ ସେ ପିତାମାତାଙ୍କୁ ଅଭିଶାପ ଦଇେଥିଲା, ସେଥିପାଇଁ ମୃତ୍ଯୁଦଣ୍ଡ ରେ ଅପରାଧୀ।"

व्यवस्था विवरण ୨୮:୧୫
"କିନ୍ତୁ ତୁମ୍ଭମାନେେ ଯଦି ସଦାପ୍ରଭୁ ଆପଣା ପରମେଶ୍ବରଙ୍କର ବାକ୍ଯ ନଶକ୍ସ୍ଟଣ, ଯତ୍ନଶୀଳ ନହକ୍ସ୍ଟଅ ଏବଂ ଯଦି ତୁମ୍ଭେ ତାଙ୍କର ବିଧି ଓ ନିଯମ ପାଳନ ନକର, ଯାହା ମୁ ତୁମ୍ଭମାନଙ୍କୁ ଦେଉଛି। ତବେେ ଏହି ଅଭିଶାପଗକ୍ସ୍ଟଡିକ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ।"

निर्गमन ୨୧:୧୭
"ଯଦି କହେି ତା'ର ପିତାମାତାଙ୍କୁ ଅଭିଶାପ ଦିଏ ତବେେ ତା'ର ମୃତ୍ଯୁଦଣ୍ଡ ହବେ।"

यिर्मयाह ୧୫:୧୦
"ହେ ମାତା, ତୁମ୍ଭକୁ ଧିକ୍ ଯେ, ତୁମ୍ଭେ ମାେ ପରି ଏକ ୟୁଦ୍ଧ ଓ ବିବାଦର ମଣିଷକୁ ଜନ୍ମ ଦଇେଛ। ମୁଁ କାହାରିକୁ ଧାର ଦଇେ ନାହିଁ ଏବଂ କାହାଠାରୁ ଧାର କରି ନାହିଁ। କିନ୍ତୁ ତଥାପି ପ୍ରେତ୍ୟକକ ମାେତେ ଅଭିଶାପ ଦିଅନ୍ତି।"

गलातियों ୩:୧୩
"ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277"

निर्गमन ୩୪:୭
"ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦଖାଇେଛନ୍ତି। ସଦାପ୍ରଭୁ ସମାନଙ୍କେର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦଇେଛନ୍ତି।"

लूका ୬:୨୮
"ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ବରଙ୍କୁ ପ୍ରାର୍ଥନା କର ଯେ ସେ ସମାନଙ୍କେୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭମାନେେ ସମାନଙ୍କେ ପାଇଁ ପ୍ରାର୍ଥନା କର।"

गिनती ୧୪:୧୮
"'ସଦାପ୍ରଭୁ କୋରଧ ରେ ଧୀର ଓ ଦୟା ରେ ପରିପୂର୍ଣ ଓ ଅପରାଧୀ ଓ ବ୍ଯବସ୍ଥା ଲଘଂନକାରୀର କ୍ଷମାକାରୀ। ତଥାପି ଦୋଷୀର ଦଣ୍ତଦାତା, ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ଫଳ ସେ ଦଇେଥାନ୍ତି।'"

उत्पत्ति ୩:୧୭
"ଏହାପର ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ କହିଲେ, ମୁଁ ତୁମ୍ଭକୁ ସହେି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦଇେଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସହେି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ଥ ହେଲା, ତୁମ୍ଭେ ତୁମ୍ଭର ୟାବଜ୍ଜୀବନ କ୍ଲେଶ ରେ ତହିଁରୁ ଭକ୍ଷ କରିବ।"

नीतिवचन ୨୬:୨
"ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ଡ଼ାଳ ଚଟିଆ ଡ଼ଉଡ଼ୁଥିବା ବେଳେ ସପରେି ଆକାରଣ ରେ ଦତ୍ତ ଶାପ ନିକଟକୁ ଆ ସେ ନାହିଁ।"

व्यवस्था विवरण ୫:୯
"ତକ୍ସ୍ଟମ୍ଭମାନେ ସମାନଙ୍କେର ପୂଜା କରିବ ନାହିଁ, କି ସମାନଙ୍କେର ସବୋ କରିବ ନାହିଁ। ଯେ ହତେକ୍ସ୍ଟ ଆମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସ୍ବ ଗୌରବ ରକ୍ଷଣ ରେ ଉଦ୍ୟୋଗୀ ପରମେଶ୍ବର ଅଟକ୍ସ୍ଟ। ଯେଉଁମାନେ ଆମ୍ଭକକ୍ସ୍ଟ ଘୃଣା କରନ୍ତି, ଆମ୍ଭେ ସମାନଙ୍କେର ତୃତୀୟ ଓ ଚତକ୍ସ୍ଟର୍ଥ ପୁରୁଷ ପର୍ୟ୍ଯନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳ ଦାତା।"

गलातियों ୫:୧
"ଆମ୍ଭେ ସମସ୍ତେ ଏବେ ସ୍ବାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ବାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ବର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।"

निर्गमन ୨୦:୫
"କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।"

२ कुरिन्थियों ୫:୧୭
"ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।"

१ यूहन्ना ୪:୪
"ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।"

२ शमूएल ୧୬:୫-୮
[୫] "ଦାଉଦ ବହକ୍ସ୍ଟରୀମକକ୍ସ୍ଟ ଗଲେ, ସଠାେରେ ଦେଖିଲେ ଶାଉଲ ବଂଶର ଏକ ବ୍ଯକ୍ତି ସଠାେରକ୍ସ୍ଟ ବାହାରି ଆସିଲା, ତା'ର ନାମ ଥିଲା ଶିମିଯି। ସେ ଥିଲା ଗରୋର ପକ୍ସ୍ଟତ୍ର, ସେ ବାହାରି ଆସିବା ସମୟରେ ଦାଉଦଙ୍କକ୍ସ୍ଟ ଗାଳି ଦେଉଥିଲା। ଏବଂ ଦାଉଦଙ୍କ ବିଷଯ ରେ ଗାଳି କରି କରି ବାହାରକ୍ସ୍ଟ ଥିଲା।"[୬] "ଶିମିଯି ଗାଳି ଦେଉଦେଉ ଦାଉଦ ଓ ତାଙ୍କର ସୈନ୍ଯମାନଙ୍କ ଉପରକକ୍ସ୍ଟ ପଥର ଫିଙ୍ଗକ୍ସ୍ଟ ଥିଲା। କିନ୍ତୁ ଦାଉଦଙ୍କର ସୈନ୍ଯଦଳ ଓ ଲୋକମାନେ ଦାଉଦଙ୍କକ୍ସ୍ଟ ଘରେି କରି ରହିଥିଲେ।"[୭] "ଶିମିଯି ଦାଉଦଙ୍କକ୍ସ୍ଟ ଅଭିଶାପ ଦେଉଥିଲା ଏବଂ କହିଲା, ଆ ରେ ହତ୍ଯାକାରୀ ଏବଂ ମନ୍ଦ ଲୋକ ଏଠାରକ୍ସ୍ଟ ଦୂର ହକ୍ସ୍ଟଅ।"[୮] "ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଣ୍ତ ଦେଉଛନ୍ତି, କାରଣ ତୁମ୍ଭେ ଶାଉଲଙ୍କର ପରିବାରର ଲୋକମାନଙ୍କୁ ହତ୍ଯା କଲ ଏବଂ ଶାଉଲଙ୍କର ରାଜପଦ ଚୋରାଇ ନେଲେ। କିନ୍ତୁ ବର୍ତ୍ତମାନ ଠିକ୍ ସହେି ମନ୍ଦ କର୍ମ ତକ୍ସ୍ଟମ୍ଭ ପାଇଁ ଘଟିବାକକ୍ସ୍ଟ ଯାଉଛି। ସଦାପ୍ରଭୁ ସହେି ରାଜ୍ଯକକ୍ସ୍ଟ ତକ୍ସ୍ଟମ୍ଭ ପକ୍ସ୍ଟଅ ଅବଶା ଲୋମକକ୍ସ୍ଟ ହସ୍ତାନ୍ତର କରି ଅଛନ୍ତି। କାରଣ ତୁମ୍ଭେ ଜଣେ ରକ୍ତପିପାସକ୍ସ୍ଟ ମଣିଷ।"

व्यवस्था विवरण ୨୧:୨୩
"କିନ୍ତୁ ତା'ର ମୃତ ଶରୀରକକ୍ସ୍ଟ ରାତ୍ରି ତମାମ ଓହଳାଇ ରଖିବା ଉଚିତ୍ ନକ୍ସ୍ଟହଁ। ତା'ର ମୃତ ଶରୀରକକ୍ସ୍ଟ ସହେି ଏକା ଦିନ ରେ କବର ଦିଆୟିବା ଉଚିତ୍। କାରଣ, କହେି ବ୍ଯକ୍ତି ଗଛ ରେ ଝକ୍ସ୍ଟଲା ହାଇେ ରହିଲେ ପରମେଶ୍ବରଙ୍କ ଦ୍ବରା ଅଭିଶାପ ଗ୍ରସ୍ତ ହକ୍ସ୍ଟଏ। ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ଭୂମି ଦଇେଛନ୍ତି ତୁମ୍ଭେ ତାହାକକ୍ସ୍ଟ ଅଶକ୍ସ୍ଟଚି କର ନାହିଁ।"

निर्गमन ୨୦:୫-୬
[୫] "କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।"[୬] "କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।"

१ शमूएल ୧୭:୪୩
"ଗଲିଯାତ ଦାଉଦଙ୍କକ୍ସ୍ଟ କହିଲେ, ମୁ କ'ଣ ଗୋଟିଏ କକ୍ସ୍ଟକକ୍ସ୍ଟର ତୁମ୍ଭେ ମାେ ପାଖକକ୍ସ୍ଟ ବାଡି ନଇେ ଆସିଛ। ତା'ପରେ ଗଲିଯାତ ଆପଣା ଦବେତାମାନଙ୍କ ନାମ ରେ ଦାଉଦଙ୍କକ୍ସ୍ଟ ଶାପ ଦଲୋ।"

यहेजकेल ୧୮:୨୦
"କବଳେ ପାପୀମାନେ ମୃତ୍ଯୁବରଣ କରିବେ। ପୁତ୍ର ପିତାର ପାପର ଦଣ୍ଡସବୁ ବହନ କରିବ ନାହିଁ କିମ୍ବା ପିତା ପତ୍ରର ପାପର ଦଣ୍ଡସବୁ ବହନ କରିବ ନାହିଁ। ଜଣେ ଧାର୍ମିକ ବ୍ଯକ୍ତିର ଧାର୍ମିକତା ହିସାବ କରାୟିବ ଓ ଦୁଷ୍ଟର ଦୁଷ୍ଟତା ହିସାବ କରାୟିବ।"

यिर्मयाह ୩୧:୨୯-୩୦
[୨୯] "ଲୋକେ ଆଉ ଏପରି କଥା କବେେ କହିବେ ନାହିଁ। ଯେ ପିତୃଗଣ ଅମ୍ଲ ଦ୍ରାକ୍ଷା ଫଳ ଖାଇଲେ, ସନ୍ତାନଗଣର ଦାନ୍ତ ଖଟା ହବେ।"[୩୦] "ସଦାପ୍ରଭୁ କହନ୍ତି, ପ୍ରେତ୍ୟକକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଲ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କବଳେ ଖଟା ହବେ।"

निर्गमन ୨୦:୬
"କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।"

व्यवस्था विवरण ୧୮:୧୦-୧୨
[୧୦] "ତୁମ୍ଭର ପକ୍ସ୍ଟତ୍ର କନ୍ଯାମାନଙ୍କୁ ୟଜ୍ଞବଦେୀ ଅଗ୍ନି ରେ ଦଗ୍ଧକରି ଉତ୍ସର୍ଗ କରିବ ନାହିଁ। ମନ୍ତ୍ରଜ୍ଞ, ଶକ୍ସ୍ଟଭାଶକ୍ସ୍ଟଭ ବାଦୀ, ଗଣକ କି ମାଯାବିଙ୍କଠାରକ୍ସ୍ଟ କିଛି ଶିକ୍ଷା କରିବ ନାହିଁ।"[୧୧] "ମାହେକ, ଭୂତକ୍ସ୍ଟଡିଯା, ଗକ୍ସ୍ଟଣୀ କି ପ୍ ରତେ ପରାମର୍ଶୀ ଲୋକ ତକ୍ସ୍ଟମ୍ଭ ମଧିଅରେ କହେି ଯେପରି ଦଖାୟିବେ ନାହିଁ।"[୧୨] "କାରଣ ଏପରି କର୍ମ ୟିଏ କରେ, ସେ ସଦାପ୍ରଭୁଙ୍କର ଘୃଣାର ପାତ୍ର, ଏବଂ ସହେି ଘୃଣ୍ଯକର୍ମ ସକାଶକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସମାନଙ୍କେୁ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ତଡି ଦେଉଛନ୍ତି।"

रोमियों ୮:୩୭-୩୯
[୩୭] "କିନ୍ତୁ ଏସବୁ ରେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶିତ କରିଥିବା ପରମେଶ୍ବରଙ୍କ ଦ୍ବାରା ଆମ୍ଭେ ପୂର୍ଣ ବିଜଯୀ।"[୩୮] "ହଁ,ମୁଁ ଜାଣେ ଯେ କୌଣସି ବିଷୟ ଆମ୍ଭକୁ ପରମେଶ୍ବରଙ୍କ ପ୍ ରମରେୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ଯୁ ନୁହେଁ, ଜୀବନ ନୁହେଁ, ସ୍ବର୍ଗଦୂତମାନେ ନୁହଁନ୍ତି, ଆତ୍ମିକ ଶକ୍ତି ଗୁଡିକ ନୁହଁନ୍ତି, ଏବେ କିଛି ନୁହେଁ, ଭବିଷ୍ଯତ ରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ,"[୩୯] "ଉଚ୍ଚ ରେ କିଛି ନୁହେଁ, ଗଭୀର ରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତ ରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠା ରେ ଥିବା ପରମାତ୍ମାଙ୍କ ପ୍ ରମେ ଠାରୁ ଆମ୍ଭକୁ କହେି ଅଲଗା କରି ପାରିବେ ନାହିଁ।"

१ पतरस ୫:୮-୯
[୮] "ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।"[୯] "ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।"

उत्पत्ति ୩:୧୭-୧୯
[୧୭] "ଏହାପର ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ କହିଲେ, ମୁଁ ତୁମ୍ଭକୁ ସହେି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦଇେଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସହେି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ଥ ହେଲା, ତୁମ୍ଭେ ତୁମ୍ଭର ୟାବଜ୍ଜୀବନ କ୍ଲେଶ ରେ ତହିଁରୁ ଭକ୍ଷ କରିବ।"[୧୮] "ଭୂମିରେ କଣ୍ଟା ବୁଦା ଜନ୍ମିବ। ତୁମ୍ଭେ କ୍ଷେତ୍ରର ଉତ୍ପାଦନ ଭୋଜନ କରିବ।"[୧୯] "ତୁମ୍ଭେ ମରିବା ପର୍ୟ୍ଯନ୍ତ ମୂଖର ଝାଳ ରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆୟାଇଛ, ଏଣୁ ଧୂଳି ରେ ଫରେିୟିବ।"

उत्पत्ति ୪:୧୦-୧୨
[୧୦] "ଏହାପରେ ସଦାପ୍ରଭୁ କହିଲେ, ତୁମ୍ଭେ କ'ଣ କଲ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡ଼ାକ ପକାଉଛି।"[୧୧] "ଭୂମିରେ ତୁମ୍ଭ ଭାଇର ରକ୍ତ ଢ଼ାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାୟିବ।"[୧୨] "ଅତୀତ ରେ ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦଇେ ଆଉ ତୁମ୍ଭର ସବୋ କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ବୁଲୁଥିବ, ପୃଥିବୀ ରେ ତୁମ୍ଭର ଗୃହ ରହିବ ନାହିଁ।"

उत्पत्ति ୯:୧୮-୨୭
[୧୮] "ନୋହର ପୁତ୍ରମାନେ ତାଙ୍କୁ ଧରି ଜାହାଜରୁ ବାହାରିଲେ। ସମାନଙ୍କେର ନାମ, ଶମେ, ହାମ ଓ ଯଫେତ୍ (ହାମ ଥିଲେ କିଣାନର ପିତା)"[୧୯] "ସହେି ତିନିଜଣ ୟାକ ନୋହର ପୁତ୍ର ଥିଲେ। ଏବଂ ପୃଥିବୀର ସମସ୍ତ ଲୋକ ଏହି ତିନିଜଣଙ୍କଠାରୁ ଜନ୍ମ ନେଲେ।"[୨୦] "ନୋହ କୃଷକ ହେଲ। ସେ କ୍ଷେତ୍ର ରେ ଦ୍ରାକ୍ଷା ବୃକ୍ଷ ରୋପଣ କଲେ।"[୨୧] "ନୋହ ତହିଁରୁ ଦ୍ରାକ୍ଷାରସ ପ୍ରସ୍ତୁତି କରି ପାନ କଲେ। ସେ ଦ୍ରାକ୍ଷାରସ ପାନ କରି ମତ୍ତ ହାଇେ ତାଙ୍କର ଲୁଗାପଟା ଖାଲିଦେଇେ ତାଙ୍କର ତମ୍ବୁ ରେ ପଡ଼ି ରହିଲେ। ସେ କୌଣସି ବସ୍ତ୍ର ପରିଧାନ କରି ନଥିଲେ।"[୨୨] "କିଣାନର ପିତା ହାମ ଆପଣା ପିତାଙ୍କର ଉଲଗ୍ନତା ଦେଖି ବାହା ରେ ଆପଣା ଦୁଇଭାଇଙ୍କୁ ସମାଚ଼ାର ଦେଲେ।"[୨୩] "ସେତବେେଳେ ଶମେ ଓ ଯଫେତ୍ କାନ୍ଧ ରେ ବସ୍ତ୍ର ଘନେି ପଶ୍ଚାତ୍ ଗତି କରି ଆପଣାମାନଙ୍କର ପିତାଙ୍କର ଉତଗ୍ନତା ଆଚ୍ଛାଦନ କଲେ। ସମାନେେ ପଛ କରି ୟାଇଥିବାରୁ ପିତାଙ୍କର ଉତଗ୍ନତା ଦିଖି ପାରିଲେ ନାହିଁ।"[୨୪] "ଏହାପରେ ନୋହ ଉଠିଲା ( ସେ ମଦ୍ଯ ପାନକରି ଶାଇେଥିଲା)। ସେ ଜାଣିଲେ ଯେ ତାଙ୍କର ସାନପୁଅ ତାଙ୍କ ପାଇଁ କ'ଣ କରିଛନ୍ତି।"[୨୫] "ତେଣୁ ନୋହ କହିଲେ, କିଣାନ ଶାପଗ୍ରସ୍ଥ ହେଉ! ସେ ଆପଣା ଭାତୃଗଣର ଦାସାନୁଦାସ ହବେ।"[୨୬] "ନୋବ ମଧ୍ଯ ଏପରି କହିଲେ, ଶମେ ଆଶୀର୍ବାଦ ପ୍ରାପ୍ତ ସଦାପ୍ରଭୁ ପରମେଶ୍ବରଙ୍କ ଦ୍ବାରା କିଣାନ ଶମରେ ଦାସ ହେଉ।"[୨୭] "ପରମେଶ୍ବର ଯଫେତ୍କୁ ବହୁତ ଜମି ଦିଅନ୍ତୁ। ସେ ଶମରେ ତମ୍ବୁ ରେ ବାସ କରୁ। କିଣାନ ତାହାର ଦାସ ହେଉ।"

१ राजा ୨:୩୨-୪୬
[୩୨] "ଯୋୟାବ ଆପଣାଠାରୁ ଅଧିକ ଉତ୍ତମ ଦୁଇଟି ଲୋକଙ୍କୁ ହତ୍ଯା କରିଥିଲେ। ସମାନେେ ହେଲ ଇଶ୍ରାୟେଲର ସନୋପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସନୋପତି ଯେଥରର ପୁତ୍ର ଅମାସା। ସେ ମାେ ପିତା ଦାଉଦଙ୍କ ଅଜ୍ଞାତସାର ରେ ଏହି ଉତ୍ତମ ଦୁଇଜଣଙ୍କୁ ହତ୍ଯା କରିଥିଲା। ତେଣୁ ସହେି ରକ୍ତପାତର ଅପରାଧ ପାଇଁ ସଦାପ୍ରଭୁ ତାକୁ ଦଣ୍ତ ଦବେେ।"[୩୩] "ତେଣୁ ସମାନଙ୍କେର ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ଚିରକାଳ ତା'ର ବଂଶ ମସ୍ତକରେ ରହିବ। ମାତ୍ର ପରମେଶ୍ବର ଶାନ୍ତି ଆଣିବେ ଦାଉଦଙ୍କ ପ୍ରତି, ତାଙ୍କ ବଂଶଧରମାନଙ୍କ ପ୍ରତି, ତାଙ୍କ ପରିବାର ପ୍ରତି ଓ ତାଙ୍କ ରାଜ୍ଯ ପ୍ରତି।"[୩୪] "ଏହାପରେ ଯିହାୟୋଦାର ପୁତ୍ର ବନାଯ ୟାଇ ଯୋୟାବକୁ ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜର ଗୃହ ରେ ତାହାର କବର ଦିଆଗଲା।"[୩୫] "ପୁଣି ରାଜା ତାହାର ସ୍ଥାନ ରେ ଯିହାୟୋଦାର ପୁତ୍ର ବନାଯକୁ ସନୋପତି ପଦ ରେ ନିୟୁକ୍ତ କଲେ ଓ ଅବିଯାଥର ପଦ ରେ ସାଦୋକକୁ ଯାଜକ କରି ନିୟୁକ୍ତ କଲେ।"[୩୬] "ତା'ପରେ ରାଜା ଲୋକ ପଠାଇ ଶିମିଯିକି ଡକାଇ କହିଲେ, ୟିରୁଶାଲମ ରେ ନିଜ ପାଇଁ ଏକ ଗୃହ ନିର୍ମାଣ କର। ଆଉ ଏହି ନଗର ଛାଡି କୁଆଡେ ୟାଅ ନାହିଁ।"[୩୭] "ଯଦି ଏହି ନଗର ପରିତ୍ଯାଗ କରି କିଦ୍ରୋଣ ନଦୀ ଅତିକ୍ରମ କରିବ, ତବେେ ତୁମ୍ଭେ ନିଶ୍ଚିଚ ନିହତ ହବେ ଏବଂ ତୁମ୍ଭର ଏହି ମୃତ୍ଯୁ ପାଇଁ ତୁମ୍ଭେ ଦାଯୀ ରହିବ।"[୩୮] "ତେଣୁ ଶିମିଯି ରାଜାଙ୍କୁ କହିଲା, ଏହା ଉତ୍ତମ କଥା, ମାରେ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ମୁଁ ତାହା ନିଶ୍ଚଯ ପାଳନ କରିବି। ଏଣୁ ଶିମିଯି ଦୀର୍ଘକାଳ ୟିରୁଶାଲମ ରେ ବାସ କଲା।"[୩୯] "ତିନିବର୍ଷ ପରେ ଶିମିଯିର ଦାସମାନଙ୍କ ମଧ୍ଯରୁ ଦୁଇଜଣ ଗାଥୀଯ ରାଜା ମାଖାର ପୁତ୍ର ଅଖୀଶ ନିକଟକୁ ଗଲେ। ଲୋକମାନେ ଶିମିଯିକି ଖବର ଦେଲେ, ଏଠାକୁ ଦେଖ, ତୁମ୍ଭର ଦାସମାନେ ଗାଥ-ନଗର ରେ ଅଛନ୍ତି।"[୪୦] "ତେଣୁ ଶିମିଯି ନିଜ ଗର୍ଦ୍ଦଭକୁ ସଜାଇ ଆପଣା ଦାସମାନଙ୍କ ଅନ୍ବଷେଣ ରେ ଗାଥ-ନଗର ରେ ଆଖୀଶ ନିକଟକୁ ଗଲେ ଓ ସଠାରୁେ ନିଜର ଦାସମାନଙ୍କୁ ଫରୋଇ ଆଣିଲେ।"[୪୧] "ତହୁଁ ଶଲୋମନଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶିମିଯି ୟିରୁଶାଲମରୁ ଗାଥକୁ ୟାଇଥିଲା ଓ ପୁଣି ଫରେି ଆସିଲା।"[୪୨] "ତେଣୁ ରାଜା ଲୋକ ପଠାଇ ଶିମିଯିକୁ ଡକାଇ ତାକୁ କହିଲେ, ମୁଁ ତୁମ୍ଭକୁ ସତର୍କ କଲି ଏବଂ ଶପଥ କଲି ଯେ, ଯଦି ତୁମ୍ଭେ ୟିରୁଶାଲମ ଛାଡି ଅନ୍ୟ କୌଣସି ସ୍ଥାନକୁ ୟାଅ, ତୁମ୍ଭମାନଙ୍କୁ ହତ୍ଯା କରାୟିବ। ତୁମ୍ଭେ ମାେତେ ପ୍ରତିଶୃତି ଦଇେଥିଲ ଯେ, ତୁମ୍ଭେ ମାେ କଥା ମାନିବ।"[୪୩] "ତୁମ୍ଭେ ସଦାପ୍ରଭୁଙ୍କ ପ୍ରତିଜ୍ଞା ଓ ମାରେ ଆଜ୍ଞା କାହିଁକି ପାଳନ କଲ ନାହିଁ?"[୪୪] "ମାରେ ପିତା ଦାଉଦଙ୍କ ବିପକ୍ଷ ରେ ତୁମ୍ଭେ ବହୁ ମନ୍ଦ କର୍ମ କରିଛନ୍ତି, ଏହା ତୁମ୍ଭେ ଜାଣ। ସହେି ଦୁଷ୍ଟତା ପାଇଁ ସଦାପ୍ରଭୁ ତୁମ୍ଭ ପ୍ରତି ଶାସ୍ତି ବିଧାନ କରିବେ।"[୪୫] "ମାତ୍ର ମୁଁ ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ ହବେି ଓ ସେ ଦାଉଦଙ୍କ ସିଂହାସନକୁ ଅନନ୍ତକାଳ ନିରାପଦ ରଖିବେ।"[୪୬] "ତେଣୁ ରାଜା ବନାଯକୁ ଏକ ଆଦେଶ ଦେଲେ, ଶିମିଯକୁ ମାରିବା ପାଇଁ ଏବଂ ସେ ଏହା କଲା। ତା'ପରେ ଶଲୋମନ ନିଜ ରାଜ୍ଯ ଉପରେ ପୁରା ଅଧିକାର ପାଇଲେ।"

अय्यूब ୨:୯
"ଏହି ସମୟରେ ଆୟୁବର ସ୍ତ୍ରୀ ଆୟୁବ ନିକଟକୁ ଆସି ତା'ର ଦୂରାବସ୍ଥା ଦେଖି କହିଲା, ଏବେ କି ତୁମ୍ଭେ ପରମେଶ୍ବରଙ୍କ ବିଶ୍ବସ୍ତ ବୋଲି ଭାବୁଛ। ତୁମ୍ଭେ କାହିଁକି ପରମେଶ୍ବରଙ୍କୁ ଅଭିଶାପ ଦଇେ ମୃତ୍ଯୁବରଣ କରୁ ନାହଁ।"

अय्यूब ୧୯:୧୭
"ମାରେ ପତ୍ନୀ ମାରେ ନିଶ୍ବାସର ପବନକୁ ମଧ୍ଯ ଘୃଣା କରେ। ଓ ନିଜ ଭାଇମାନେ ମାେତେ ଘୃଣା କରନ୍ତି।"

अय्यूब ୧:୧୦
"ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହା କିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ୟ୍ଯ କରେ ସବୁଥି ରେ ଆପଣ ତାକୁ କୃତକାର୍ୟ୍ଯ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥି ରେ ସେ ଏତେ ଧନୀ ଯେ, ତା'ର ମଷେପଲ ଓ ଗୋପଲ ସାରଦେଶ ରେ ଥିଲେ।"

इफिसियों ୬:୧୦-୧୭
[୧୦] "ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।"[୧୧] "ପରମେଶ୍ବରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ବାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧ ରେ ସଂଘର୍ଷ କରି ପାରିବ।"[୧୨] "ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ଯମାନଙ୍କ ବିରୁଦ୍ଧ ରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧ ରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧ ରେ ଆମ୍ଭେ ସଂଘର୍ଷ କରୁଛୁ।"[୧୩] "ସେଥିପାଇଁ ପରମେଶ୍ବରଙ୍କର ସମ୍ପୂର୍ଣ୍ଣ ୟୁଦ୍ଧସାଜ ତୁମ୍ଭମାନେେ ପିନ୍ଧିବା ଆବଶ୍ଯକ ଅଟେ। ତବେେ ଯାଇ ମନ୍ଦଶକ୍ତିର ରାଜତ୍ବ ବଳେ ରେ ତୁମ୍ଭେ ଦୃଢ଼ତା ସହକା ରେ ପ୍ରତି ରୋଧ କରି ଅଟଳ ହାଇେ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ଯ ତୁମ୍ଭେ ଅଟଳ ହାଇେ ରହିବ।"[୧୪] "ଅତଏବ, ଅଣ୍ଟା ରେ ସତ୍ଯର କଟିବନ୍ଧ ବାନ୍ଧି, ବକ୍ଷ ରେ ଧାର୍ମିକ ଜୀବନର ସୁରକ୍ଷାୟୁକ୍ତ ବୁକୁପଟା ପିନ୍ଧ।"[୧୫] "ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହାଇେ ରୁହ, ଏଥିପାଇଁ, ପାଦ ରେ ଶାନ୍ତି ଦାୟକ ସୁସମାଚାରର ଜୋତା ପିନ୍ଧ।"[୧୬] "ଏହା ସହିତ ବିଶ୍ବାସର ଢ଼ାଲ ମଧ୍ଯ ବ୍ଯବହାର କର। ତାହାଦ୍ବାରା ତୁମ୍ଭେ ଶୟତାନର ସମସ୍ତ ଜ୍ବଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ।"[୧୭] "ପରମେଶ୍ବର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ର ଆତ୍ମାଙ୍କ ଖଡ୍ଗ ଗ୍ରହଣ କର, ସହେି ଖଡ୍ଗ ହେଉଛି ପରମେଶ୍ବରଙ୍କ ଉପଦେଶ।"

मत्ती ୫:୨୨
"କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଅନ୍ୟ"

रोमियों ୩:୨୩
"ସମସ୍ତେ ପାପ କରିଛନ୍ତି ଓ ପରମେଶ୍ବରଙ୍କ ମହିମା ପାଇବା ରେ ଉଣା ପଡ଼ିଛନ୍ତି।"

रोमियों ୬:୨୩
"ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।"

उत्पत्ति ୯:୨୫
"ତେଣୁ ନୋହ କହିଲେ, କିଣାନ ଶାପଗ୍ରସ୍ଥ ହେଉ! ସେ ଆପଣା ଭାତୃଗଣର ଦାସାନୁଦାସ ହବେ।"

भजन संहिता ୧୦୪:୯
"ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ। ୟପରେିକି ସମାନେେ ତାହା ଅତିକ୍ରମ କରିପାରିବେ ନାହିଁ। ଜଳରାଶି କବେେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରିପାରିବ ନାହିଁ।"

उत्पत्ति ୬:୧୨
"ଲୋକମାନେ ସବୁ ମନ୍ଦ ଓ ନିଷ୍ଠୁର ହାଇେଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ ହାଇେଛି।"

उत्पत्ति ୭:୨୦
"ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚ଼ଢ଼ି ରହିଲା।"

उत्पत्ति ୮:୫-୯
[୫] "ଏହିପରି ଦଶମମାସ ପର୍ୟ୍ଯନ୍ତ ଜଳ କ୍ରମଶଃ କମିଲା। ସହେି ଦଶମ ମାସର ପ୍ରଥମ ଦିନ ରେ ପର୍ବତଗଣର ଶୃଂଗ ଦଖାଗେଲା।"[୬] "ଏହାପରେ ଆହୁରି ଚ଼ାଳିଶ ଦିନ ୟିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ।"[୭] "ତା'ପରେ ନୋହ ଏକ କାଉକୁ ଆକାଶ ଉପରେ ଉଡ଼ାଇ ଦେଲେ। ସହେି କାଉଟି ପାଣି ଛାଡ଼ି ଭୂମି ଶୁଖିବା ପର୍ୟ୍ଯନ୍ତ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଉଡ଼ିଲା।"[୮] "ପୁନଶ୍ଚ ନୋହ ଏକ କପୋତକୁ ଛାଡ଼ିଲେ, ଜାଣିବା ପାଇଁ ସବୁ ଜଳ ପୃଥିବୀରୁ ଶୁଖି ଗଲାଣି କି ନାହିଁ।"[୯] "ସହେି କପୋତଟି କୌଣସିଠା ରେ ବିଶ୍ରାମ ନବୋକୁ ସ୍ଥାନ ନପାଇ ଫରେିଆସିଲା। କାରଣ ସେ ପର୍ୟ୍ଯନ୍ତ ପୃଥିବୀ ଉପରେ ଜଳରାଶି ବୁଡ଼ି କରିଥିଲା। ନୋହ ହାତ ବଢ଼ାଇ କପୋତକୁ ଧରି ଜାହାଜ ମଧ୍ଯକୁ ନେଲେ।"

उत्पत्ति ୯:୧୧
"ଏହା ମାରେତୁମ୍ଭମାନଙ୍କ ପାଇଁ ପ୍ରତିଜ୍ଞା ସମସ୍ତ ଜୀବନ ପୃଥିବୀ ଉପରିସ୍ଥ ବନ୍ଯା ରେ ଧ୍ବଂସ ପାଇଥିଲା। କିନ୍ତୁ ଏପରି ପ୍ରଳଯ ଆଉ ପୁନ୍ନରାଯ ହବେ ନାହିଁ। ଏହରି ବନ୍ଯା ଦ୍ବାରା ଆଉ କଦାପି ପୃଥିବୀରୁ ଜୀବନ ସତ୍ତା ବିନାଶ ହବେ ନାହିଁ।"

रोमियों ୧୨:୧୪
"ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସମାନଙ୍କେ ପ୍ରତି ତୁମ୍ଭେ ଭଲ ଆଚରଣ କର। ସମାନଙ୍କେୁ ଅଭିଶାପ ଦିଅ ନାହିଁ, ବରଂ ସମାନଙ୍କେୁ ଭଲ କଥା କୁହ।"

Odia Bible 1840
Public Domain: Odia 1840