A A A A A

रहस्य: [कैंसर]


२ कुरिन्थियों ୪:୧୬-୧୯
[୧୬] "ସେଥିପାଇଁ ଆମ୍ଭେ କବେେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ଯିକ ଶରୀର କ୍ଷୀଣ ହାଇେ ଯାଉଛି, କିନ୍ତୁ ଆମ୍ଭର ଅନ୍ତଃରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହାଇେ ଯାଉଅଛି।"[୧୭] "ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।"[୧୮] "ଆମ୍ଭର ଆଖି ଦୃଶ୍ଯ ବିଷୟଗୁଡ଼ିକ ଉପରେ ନ ରହି, ଅଦୃଶ୍ଯ ବିଷୟ ଉପରେ କନ୍େଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦଖାେ ଯାଉଛି, ତାହା ଅସ୍ଥାଯୀ, ଓ ଯାହା ଅଦୃଶ୍ଯ, ତାହା ସମ୍ପୂର୍ଣ୍ଣ ଚିରସ୍ଥାଯୀ।"[୧୯] "ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।"

भजन संहिता ୧୦୭:୨୦
"ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।"

यशायाह ୪୦:୩୧
"ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।"

व्यवस्था विवरण ୩୧:୬
"ତୁମ୍ଭେ ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭମାନେେ ସହେି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ୟ୍ଯ କରିବେ ନାହିଁ କିଅବା ଛାଡିବେ ନାହିଁ।"

मत्ती ୧୧:୨୮-୨୯
[୨୮] " ହେ କ୍ଲାନ୍ତ ଶ୍ରାନ୍ତ ଓ ଚିନ୍ତା ରେ ଭାରଗ୍ରସ୍ତ ଥିବା ଲୋକମାନେ! ମାେ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦବେି।"[୨୯] "ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।"

भजन संहिता ୧୮:୬
"ସହେି ୟନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡ଼ାକିବାକୁ ଲାଗିଲି। ହଁ, ମୁଁ ମାରେ ପରମେଶ୍ବରଙ୍କୁ ଡ଼ାକିଲି, ସେ ଆପଣା ମନ୍ଦିରରେ ଥାଇ ମାେ ଡ଼ାକ ଶୁଣିଲେ। ସେ ମାରେ ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।"

सभोपदेशक ୩:୧
"ପ୍ରେତ୍ୟକକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ବର୍ଗ ତଳେ ପ୍ରେତ୍ୟକକ ଯୋଜନା ଠିକ୍ ସମୟରେ ଘଟିବ।"

यिर्मयाह ୨୯:୧୧
"ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ଯଦ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦବେି।"

यूहन्ना ୧୪:୧-୪
[୧] "ଯୀଶୁ କହିଲେ, ତୁମ୍ଭମାନଙ୍କେର ହୃଦୟ ଦୁଃଖିତ ନ ହେଉ। ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଥାଅ। ମାଠାେ ରେ ମଧ୍ଯ ବିଶ୍ବାସ ରଖ,"[୨] "ମାରେ ପରମପିତାଙ୍କ ଘ ରେ ଅନକଗେୁଡିଏ ବଖରା ଅଛି। ତାହା ନ ହାଇେଥିଲେ ମୁଁ ତୁମ୍ଭକୁ ଏହା କହି ନଥାନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ସଠାେକୁ ଯାଉଛି।"[୩] "ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫରେି ଆସିବି। ତା'ପରେ ତୁମ୍ଭକୁ ମାେ ସହିତ ନଇୟିବେି। ମୁଁ ଯେଉଁଠା ରେ ରହିବି ତୁମେମାନେ ମଧ୍ଯ ସଠାେରେ ମାେ ସହିତ ରହିପାରିବ।"[୪] "ମୁଁ ଯେଉଁଠାକୁ ଯାଉଛି, ତୁମ୍ଭମାନେେ ସଠାେକୁ ୟିବାର ପଥ ଜାଣ।"

रोमियों ୮:୧୬-୨୫
[୧୬] "ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ବଲେି କହିବା ଲାଗି ସହେି ଆତ୍ମା ଆମ୍ଭ ଆତ୍ମା ସହିତ ଯଡେି ହୁଅନ୍ତି।"[୧୭] "ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।"[୧୮] "ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ଯତ ରେ ମିଳିବ ତା ତୁଳନା ରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ।"[୧୯] "ପରମେଶ୍ବର ଯାହା କିଛି ସୃଷ୍ଟି କରିଛନ୍ତି, ସହେି ସବୁ ବଡ ଆଶା ରେ ସହେି ସମୟକୁ ଅପେକ୍ଷା କରିଚନ୍ତି ଯେ କେତବେେଳେ ପରମେଶ୍ବର ସଂସାରକୁ ଜଣାଇ ଦବେେ ଯେ, କେଉଁ ମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଚ୍ଭାହି ରହିଛି।"[୨୦] "ପରମେଶ୍ବର ଯାହା କିଛି ସୃଷ୍ଟି କରିଥିଲେ ତାହା ଅସାର ହାଇଗେଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ବର ଏହା କରିବା ପାଇଁ ସ୍ଥିର କରି ଥିଲେ। କିନ୍ତୁ ଏହି ଭରଷା ଥିଲା:"[୨୧] "ଯେପରି ପରମେଶ୍ବର ସୃଷ୍ଟି କରିଥିବା ପ୍ରେତ୍ୟକକ ବସ୍ତୁ ବିନାଶରୁ ମୁକ୍ତ ହବେ। ଏହି ଭରସା ଥିଲା ଯେ ପରମେଶ୍ବରଙ୍କ ସନ୍ତାନମାନଙ୍କ ପାଇଁ ଯାହା କିଛି ନିର୍ମିତ ହାଇେଛି ସଗେୁଡିକ ସହେି ସ୍ବାଛନ୍ଦ ଓ ମହିମାର ଭାଗୀ ହବେେ।"[୨୨] "ଆମ୍ଭେ ଯାଣୁ ଯେ ପରମେଶ୍ବରଙ୍କ ନିର୍ମିତ ପ୍ରେତ୍ୟକକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦବୋ ପ୍ରସବ ବଦନୋ ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷା ରେ ଅଛି।"[୨୩] "କବଳେ ଜଗତ ନୁହେଁ, ଆମ୍ଭେ ମଧ୍ଯ ସହେିପରି ବଦନୋପୂର୍ବକ ଅପେକ୍ଷା ରେ ଅଛୁ। ପରମେଶ୍ବରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ବରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥି-ପାଇଁ ଅପେକ୍ଷା କରିଛୁ ଯେ , ପରମେଶ୍ବର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭମାନେେ ଶରୀରଗୁଡିକ ମୁକ୍ତି ପାଇଁ ଅପେକ୍ଷା କରିଛୁ।"[୨୪] "ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା' ହେଲେ ତାହା ପ୍ରକୃତ ରେ ଭରସା ନୁହେଁ। ମଣିଷ, ଯାହା ତା' ପାଖ ରେ ଏବେ ଅଛି, ସେ ଗୁଡିକ ପାଇଁ ଭରସା କରେ ନାହିଁ।"[୨୫] "କିନ୍ତୁ ଯାହା ଆମ୍ଭ ପାଖ ରେ ଏବେ ସୁଦ୍ଧା ନାହିଁ ତା ପାଇଁ ଆମ୍ଭେ ଭରସା ରେ ଅଛୁ। ଆମ୍ଭେ ଏହା ପାଇଁ ଧେ ୗର୍ୟପୁର୍ବକ ଅପେକ୍ଷା କରି ରହିଛୁ।"

१ पतरस ୧:୩
"ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।"

२ कुरिन्थियों ୧:୩-୬
[୩] "ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣା ରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟ ରେ ସାନ୍ତ୍ବନାଦାତା ପରମେଶ୍ବର।"[୪] "ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ବନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ଯ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ବନା ପ୍ରଦାନ କରିପାରିବା। ଆମ୍ଭକୁ ପରମେଶ୍ବର ଯେଉଁ ପ୍ରକାର ସାନ୍ତ୍ବନା ଦିଅନ୍ତି, ଆମ୍ଭେ ସହେିମାନଙ୍କୁ ସହେି ପ୍ରକାର ସାନ୍ତ୍ବନା ପ୍ରଦାନ କରି ପାରିବା।"[୫] "ଖ୍ରୀଷ୍ଟଙ୍କର ଅନକେ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସହେିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଯେଉଁ ସାନ୍ତ୍ବନା ଆମ୍ଭକୁ ମିଳେ ତାହାର ସୀମା ନାହିଁ।"[୬] "ଯଦି ଆମ୍ଭେ କଷ୍ଟ ରେ ରହିଛୁ, ସଗେୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ବନା ଓ ପରିତ୍ରାଣ ନିମନ୍ତେ ଉଦ୍ଦିଷ୍ଟ। ଯଦି ଆମ୍ଭେ ସାନ୍ତ୍ବନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭମାନେେ ଯେଉଁ ଯାତନା ସହୁ, ସହେି ଯାତନା ର୍ଧୈୟ୍ଯ ପୂର୍ବକ ସହିବା ପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତି।"

Odia Bible 1840
Public Domain: Odia 1840