A A A A A

रहस्य: [भाग्य]


सभोपदेशक ୬:୧୦
"ଯାହା ହେଉଛି ତାହା ଆଗରୁ ନିର୍ଦ୍ଧାରିତ ହାଇେଅଛି। ଏବଂ ଯେଉଁ ପଥରେ ମନୁଷ୍ଯ ସମାଜ ଚାଲେ ତାହା ପରମେଶ୍ବର ଜାଣନ୍ତି। ଆଉ ୟିଏ ସମାନଙ୍କେଠାରୁ ଶକ୍ତିଶାଳୀ ତାଙ୍କ ସହିତ ୟୁକ୍ତି କରି ସମାନେେ କବେେ ଜିତି ପାରିବେ ନାହିଁ।"

हबक्कूक ୨:୩
"ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶଷେ ବାର୍ତ୍ତା ସମ୍ବନ୍ଧ ରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ଯା ହୁଏ ନାହିଁ। ଯେପରି ଜଣାୟିବ ଏହି ସମୟ କବେେ ଆସିବ ନାହିଁ। କିନ୍ତୁ ର୍ଧୈୟ୍ଯ ଧରି ଅପେକ୍ଷା କର, ସେ ସମୟ ନିଶ୍ଚଯ ଆସିବ। ଏହା ଅଧିକ ବିଳମ୍ବ ହବେନାହିଁ।"

यशायाह ୪୬:୧୦
"ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।"

यशायाह ୫୫:୧୧
"ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।"

यिर्मयाह ୧:୫
"ମାତୃଗର୍ଭ ରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହବୋ ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ଯଦବକ୍ତା ରୂପେ ନିୟୁକ୍ତ କଲୁ।"

यिर्मयाह ୧୭:୧୦
"ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।"

यूहन्ना ୧୬:୩୩
"ମାଠାେ ରେ ତୁମ୍ଭମାନେେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲିି। ଏହି ଜଗତ ରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହାସୀ ହୁଅ ମୁଁ ଜଗତକୁ ଜୟ କରିଛି।"

गिनती ୨୩:୧୯
"ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!"

नीतिवचन ୧୬:୩
"ସଦାପ୍ରଭୁଙ୍କଠା ରେ ତୁମ୍ଭର ସମସ୍ତ କାର୍ୟ୍ଯ ସମର୍ପଣ କର। ତବେେ ତୁମ୍ଭେ ସବୁ କାର୍ୟ୍ଯ ରେ ଜଯୟୁକ୍ତ ହବେ।"

नीतिवचन ୧୯:୨୦-୨୪
[୨୦] "ଶଷୋବସ୍ଥା ରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।"[୨୧] "ମନୁଷ୍ଯର ମନ ରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହବେ।"[୨୨] "ଜଣେ ଲୋକ ତାଙ୍କର ବିଶ୍ବାସ ଜରିଆ ରେ ଗୋଟିଏ ଭଲ ପ୍ରସିଦ୍ଧ ପାଇବାକୁ ଦରକାର କରେ। ଏବଂ ମିଥ୍ଯାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ ରେଷ୍ଠ। ୟିଏ ଯାହାକୁ ବିଶ୍ବାସ କରାୟାଇପା ରେ ନାହିଁ।"[୨୩] "ସଦାପ୍ରଭୁ ବିଷଯକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠା ରେ ଥାଏ, ସେ ଶାନ୍ତି ରେ ବାସ କରିପାରିବ। ବିପଦ ତା'ର ନିକଟରେ ୟାଇ ପାରିବ ନାହିଁ।"[୨୪] "ଅଳସୁଆ ଆପଣା ଥାଳି ରେ ହାତ ବୁଡ଼ାଇଲେ ଆଉଥରେ ତା'ର ମୁହଁକୁ ନବୋକୁ ଇଚ୍ଛା କରେ ନାହିଁ।"

भजन संहिता ୩୭:୩୭
"ସିଦ୍ଧ ଓ ଧାର୍ମିକ ଲୋକ ହୁଅ। ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସମାନଙ୍କେର ଅନକେ ବଂଶଧର ବଢ଼ି ଚାଲିବେ।"

भजन संहिता ୧୩୮:୮
"ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମାେତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତଣେୁ ଆମ୍ଭକୁ ପରିତ୍ଯାଗ କର ନାହିଁ।"

प्रकाशित वाक्य ୨୦:୧୨
"ମୁଁ ବଡ଼ଠାରୁ ସାନ ପର୍ୟ୍ଯନ୍ତ ମୃତବ୍ଯକ୍ତିଙ୍କୁ ସିଂହାସନ ସାମନା ରେ ଠିଆ ହବୋର ଦେଖିଲି। ଜୀବନ ପୁସ୍ତକ ଖାେଲାଥିଲା। ସଠାେରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ଯ ଖାେଲାଥିଲା। ମୃତ ଲୋକମାନଙ୍କର ନିଜନିଜ କର୍ମ ଅନୁସାରେ ବିଚାର ହେଲା। ସହେି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲଖାଯାେଇଥିଲା।"

रोमियों ୧୨:୨
"ଏହାପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗ ରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତବେେ ପରମେଶ୍ବର ତୁମ୍ଭମାନଙ୍କ ପାଇଁ କ'ଣ ଇଛା କରନ୍ତି, ତୁମ୍ଭମାନେେ ଜାଣିପାରିବ। ତୁମ୍ଭମାନେେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡିକ ଭଲ, ପରମେଶ୍ବରଙ୍କୁ ପ୍ରିୟ ଓ ସିଦ୍ଧ।"

रोमियों ୮:୨୮-୨୯
[୨୮] "ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।"[୨୯] "ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।"

इफिसियों ୨:୮-୯
[୮] "ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ।"[୯] "ତୁମ୍ଭେ ନିଜ କର୍ମ ଦ୍ବାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।"

१ पतरस ୨:୮-୯
[୮] "ଯେଉଁମାନେ ବିଶ୍ବାସ କରନ୍ତି ନାହିଁ ସମାନଙ୍କେ ଲାଗି :"[୯] "କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।"

१ कुरिन्थियों ୨:୭-୯
[୭] "କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହବୋ ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ବର ଏହି ଜ୍ଞାନର ଯୋଜନା କରିଥିଲେ।"[୮] "ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସମାନେେ ବୁଝି ଥାଆନ୍ତେ, ତାହା ହେଲ ଗୌରବମୟ ପ୍ରଭୁଙ୍କୁ କୃଶବିଦ୍ଧ କରି ମାରି ନ ଥାନ୍ତେ।"[୯] "କିନ୍ତୁ ଶାସ୍ତ୍ରମାନଙ୍କ ରେ ଏହିପରି ଲଖାେ ଅଛି :"

यिर्मयाह ୨୯:୧୧-୧୪
[୧୧] "ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ଯଦ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦବେି।"[୧୨] "ତେଣୁ ତୁମ୍ଭମାନେେ ଆମ୍ଭକୁ ଆହ୍ବାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ଯାନ ଦବୋ।"[୧୩] "ପୁଣି ତୁମ୍ଭମାନେେ ଆମ୍ଭକୁ ଅନ୍ବଷେଣ କରିବ। ଆଉ ସର୍ବାନ୍ତଃକରଣ ରେ ଯେତବେେଳେ ତୁମ୍ଭମାନେେ ଆମ୍ଭକୁ ଖାଜେିବ ସେତବେେଳେ ଆମ୍ଭକୁ ପାଇବ।"[୧୪] "ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ଯ ପାଇବାକୁ ଦବୋ। ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀ ଅବସ୍ଥା ପରିବର୍ତ୍ତନ କରିଥିଲୁ, କିନ୍ତୁ ଆମ୍ଭେ ସଠାରୁେ ତୁମ୍ଭମାନଙ୍କୁ ପୁନଃ ଏକତ୍ରୀତ କରିବା। ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ପୁନର୍ବାର ତୁମ୍ଭମାନଙ୍କୁ ନିର୍ବାସନ ସ୍ଥାନରୁ ଫରୋଇ ଆଣିବା।"

Odia Bible 1840
Public Domain: Odia 1840